Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମେ ସଂରକ୍ଷଣ ଓ ପରେ ନିର୍ବାଚନ ଦାବୀ କଲା ପ୍ରଦେଶ କଂଗ୍ରେସ
ଆଜିର ଖବର

ପ୍ରଥମେ ସଂରକ୍ଷଣ ଓ ପରେ ନିର୍ବାଚନ ଦାବୀ କଲା ପ୍ରଦେଶ କଂଗ୍ରେସ

December 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଥମେ ସଂରକ୍ଷଣ ଓ ପରେ ନିର୍ବାଚନ ଦାବୀ କଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ କମିଟିର ଏକ ପ୍ରତିନିଧି ଦଳ ଶ୍ରୀ ସନ୍ତୋଷ ସିଂ ସାଲୁଜା, ବିଧାୟକ, ଶ୍ରୀ ଜ୍ଞାନଦେବ ବେଉରା, ଅଧ୍ୟକ୍ଷ ପଛୁଆ ବର୍ଗ ବିଭାଗ ପ୍ରଦେଶ କଂଗ୍ରେସ କମିଟି ଓ ଶ୍ରୀ ଚିନ୍ମୟ ସୁନ୍ଦର ଦାସ ଆଜି ଲୋକସଭା ଭବନରେ ପଂଚାୟତରାଜ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଭେଟି ଓଡ଼ିଶାରେ ଆଗାମୀ ପଂଚାୟତ ନିର୍ବାଚନରେ ପଛୁଆବର୍ଗମାନଙ୍କ ପାଇଁ ଉଚ୍ଛେଦ କରାଯାଇଥିବା ସଂରକ୍ଷଣ ବ୍ୟବସ୍ଥାକୁ ପୂନଃ କାଏମ କରିବାପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି ।

କଂଗ୍ରେସ ଦଳ ତରଫରୁ ପ୍ରଥମେ ସଂରକ୍ଷଣ ଓ ପରେ ନିର୍ବାଚନ ଦାବିକୁ ଗ୍ରହଣ କରିବାକୁ ସରକାରଙ୍କୁ ଅନୁରୋଧ କରାଯାଇଛି । ଏହି ଦାବିପତ୍ର ଗ୍ରହଣ କରି ପ୍ରମୁଖ ଶାସନ ସଚିବ, ଏହାଉପରେ ସରକାର ତର୍ଜମା କରିବା ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । କଂଗ୍ରେସ ଦଳ ତରଫରୁ ପ୍ରଦାନ କରାଯାଇଥିବା ଦାବି ପତ୍ରକୁ ସରକାର ବିଚାରକୁ ନନେଲେ କଂଗ୍ରେସ ଦଳ ଖୁବଶୀଘ୍ର ନ୍ୟାୟଳୟକୁ ଯିବାପାଇଁ ନିଷ୍ପତି ନେଇଥିବା ପ୍ରକାଶ ।

Congress ଓଡିଶା ପ୍ରଦେଶ କଂଗ୍ରେସ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ ପ୍ରଦେଶ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଅଳ୍ପକେ ପରାଜୟରୁ ବଞ୍ଚିଲା ଭାରତ: ଶେଷ ଓଭରରେ ଜାପାନ ଠାରୁ ଜିତିଲା ଟିମ୍ ଇଣ୍ଡିଆ

September 22, 2026

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

୯ମ ଶ୍ରେଣୀ ପାଠ୍ୟକ୍ରମ ସଂଶୋଧନ କଲା ଏନସିଇଆରଟି: ପ୍ରକାଶ ପାଇଲା ନୂତନ ଗଣିତ ପୁସ୍ତକ

September 22, 2026
Latest News

ଅଳ୍ପକେ ପରାଜୟରୁ ବଞ୍ଚିଲା ଭାରତ: ଶେଷ ଓଭରରେ ଜାପାନ ଠାରୁ ଜିତିଲା ଟିମ୍ ଇଣ୍ଡିଆ

September 22, 2026

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଦଳ, ଭରତ ପାଇଁ ଜିତିଲା ପ୍ରଥମ ସ୍ୱର୍ଣ୍ଣ

September 22, 2026

ନାଗରିକତା ବିନା ଭୋଟ କିପରି: ସୋନିଆ ଗାନ୍ଧୀଙ୍କ ଉପରେ ବଡ଼ ଆକ୍ରମଣ କଲା ବିଜେପି

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.