ରାଜ୍ୟରେ ଉପର ମୁହାଁ କରୋନା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Jan 2, 2022, 10:40 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୪୨୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୭୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୮

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୪୫

ଢେଙ୍କାନାଳ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୯

ଝାରସୁଗୁଡା ଜିଲ୍ଲାରୁ- ୧୫

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୧୪

ଖୋର୍ଦ୍ଧା ଜିଲ୍ଲାରୁ- ୧୭୭

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୭

ପୁରୀ ଜିଲ୍ଲାରୁ- ୧୪

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ ଜିଲ୍ଲାରୁ- ୩୮

ଷ୍ଟେଟ ପୁଲରୁ- ୪୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୫୫୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୯୬୨ ଏବଂ ବର୍ତ୍ତମାନ ୨୦୭୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts