Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୋଦୟ ବିଦ୍ୟାଳୟରେ ୮୨ ପିଲା କରୋନା ପଜିଟିଭ୍
ଆଜିର ଖବର

ନବୋଦୟ ବିଦ୍ୟାଳୟରେ ୮୨ ପିଲା କରୋନା ପଜିଟିଭ୍

January 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେହରାଡୁନ୍: ଉତ୍ତରାଖଣ୍ଡର ନୈନିତାଲ ଜିଲ୍ଲାରୁ ଭୟାନକ ଖବର ଆସିଛି। ନୈନିତାଲ ଜିଲ୍ଲାର ନବୋଦୟ ବିଦ୍ୟାଳୟରେ ୮୨ ଜଣ ଶିଶୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କିଛି ପିଲାଙ୍କ ରିପୋର୍ଟ ଏପର୍ଯ୍ୟନ୍ତ ଆସିନାହିଁ। ଉଲ୍ଲେଖ ଯୋଗ୍ୟ ଯେ, ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସମେତ କିଛି କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଥିଲେ। ଯାହା ପରେ ୪୮୮ ପିଲାଙ୍କ କରୋନା ପରୀକ୍ଷା କରାଯାଇଥିଲା। ଯେଉଁଥିରୁ ୮୨ ଜଣ ପିଲା କରୋନା ପଜିଟିଭ୍ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତରାଖଣ୍ଡରେ ଓମିକ୍ରୋନର ଚାରୋଟି ନୂତନ ମାମଲା ରିପୋର୍ଟ ହୋଇଥିଲା। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ଆଠକୁ ବୃଦ୍ଧି ପାଇଥିଲା। ଅତୀତରେ ଓମିକ୍ରନ୍ ଦ୍ଵାରା ସଂକ୍ରମିତ ଚାରି ଜଣଙ୍କୁ ଆରୋଗ୍ୟ କରାଯାଇଛି। ଡିସେମ୍ବର ୧୧ ତାରିଖରେ ରାଜ୍ୟରେ ଓମିକ୍ରନର ପ୍ରଥମ ମାମଲା ଆସିଥିବାବେଳେ ଡିସେମ୍ବର ୨୭ ତାରିଖରେ ଆଉ ତିନୋଟି ମାମଲା ରିପୋର୍ଟ ହୋଇଥିଲା।

ଉତ୍ତରାଖଣ୍ଡ କରୋନା ପଜିଟିଭ୍ ନବୋଦୟ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବାନ ଶ୍ରୀକୃଷ୍ଣଙ୍କ ଦର୍ଶନ ପାଇଁ ଇଚ୍ଛା କଲେ ନାହିଁ ତୁଳସୀ ଦାସ, ଜାଣନ୍ତୁ କାରଣ

October 18, 2025

ନୂତନ ଓ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପ୍ରି-ମାଟ୍ରିକ୍ ସ୍କଲାରସିପ୍ ପ୍ରଦାନ କରାଯାଉ: ଓଷ୍ଟା

October 18, 2025

‘ଧନ-ଧାନ୍ୟ କୃଷି ଯୋଜନା’ର ଶୀଘ୍ର କାର୍ଯ୍ୟାନ୍ବୟନ ପାଇଁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ

October 18, 2025

ପିଏମ୍ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୁଭ ଉଦ୍ଘାଟନ କଲେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ

October 18, 2025
Latest News

ଭଗବାନ ଶ୍ରୀକୃଷ୍ଣଙ୍କ ଦର୍ଶନ ପାଇଁ ଇଚ୍ଛା କଲେ ନାହିଁ ତୁଳସୀ ଦାସ, ଜାଣନ୍ତୁ କାରଣ

October 18, 2025

ନୂତନ ଓ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପ୍ରି-ମାଟ୍ରିକ୍ ସ୍କଲାରସିପ୍ ପ୍ରଦାନ କରାଯାଉ: ଓଷ୍ଟା

October 18, 2025

‘ଧନ-ଧାନ୍ୟ କୃଷି ଯୋଜନା’ର ଶୀଘ୍ର କାର୍ଯ୍ୟାନ୍ବୟନ ପାଇଁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ

October 18, 2025

ପିଏମ୍ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୁଭ ଉଦ୍ଘାଟନ କଲେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ

October 18, 2025

ଧରତୀ ଆବା ଜନଭାଗିଦାରୀ ଅଭିଯାନ: ଶ୍ରେଷ୍ଠ ଜିଲ୍ଲା ଭାବରେ କେନ୍ଦୁଝର ସମ୍ମାନିତ

October 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.