Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଖବରକାଗଜ ହକରମାନଙ୍କୁ କୋଭିଡ୍ ସହାୟତା ଓ ପରିଚୟପତ୍ର ପ୍ରଦାନ
ଆଜିର ଖବର

ଖୋର୍ଦ୍ଧା ଖବରକାଗଜ ହକରମାନଙ୍କୁ କୋଭିଡ୍ ସହାୟତା ଓ ପରିଚୟପତ୍ର ପ୍ରଦାନ

January 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ଖବରକାଗଜ ହକରମାନଙ୍କୁ କୋଭିଡ୍ ସହାୟତା ଓ ପରିଚୟପତ୍ର ପ୍ରଦାନ

ଖୋର୍ଦ୍ଧା/ଭୁବନେଶ୍ୱର: ଖବରକାଗଜ ହକରମାନଙ୍କୁ ପରିଚୟପତ୍ର ବଣ୍ଟନ କାର୍ଯ୍ୟକ୍ରମ ଆଜି ପୂର୍ବାହ୍ଣରେ ଖୋର୍ଦ୍ଧା ଜିଲ୍ଲା ସଦର ମହକୁମାସ୍ଥିତ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସଂପର୍କ ଉପଦେଷ୍ଟା ମାନସ ମଙ୍ଗରାଜ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ଖବରକାଗଜ ହକରମାନଙ୍କୁ କୋଭିଡ୍ ସହାୟତା ପ୍ରଦାନ ଓ ପରିଚୟପତ୍ର ପ୍ରଦାନ ମୁଖ୍ୟମନ୍ତ୍ରୀଙ୍କ ଅଭିନବ ପଦକ୍ଷେପ ବୋଲି କହିଥିଲେ ।

ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସମ୍ମାନିତ ଅତିଥି ଭାବେ କହିଥିଲେ ଯେ, ଖବରକାଗଜ ହକରମାନେ ସେମାନଙ୍କର  ସେବା ପାଇଁ ସେମାନଙ୍କୁ  ପରିଚୟ ପତ୍ର ପ୍ରଦାନ କରାଯାଇ  ମାନ୍ୟତା ଦିଆଯାଇଛି । ରାଜ୍ୟରେ ୭ ହଜାରରୁ ଊର୍ଦ୍ଧ୍ୱ ହକରମାନଙ୍କର ଡାଟା ବେସ ପ୍ରସ୍ତୁତ କରାଯାଇଛି । ସେମାନଙ୍କୁ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇ ପଂଜୀକୃତ ହକରମାନଙ୍କୁ ଆକସ୍ମିକ ଦୁର୍ଘଟଣା ଜନିତ ମୃତ୍ୟୁ, ପ୍ରାକୃତିକ ମୃତ୍ୟୁ , ଦୁର୍ଘଟଣା ଯୋଗୁଁ  ସଂପୂର୍ଣ୍ଣ  ଶାରିରୀକ ଅକ୍ଷମ, ଶରୀରର ଅଙ୍ଗ ଅକ୍ଷମ କ୍ଷେତ୍ରରେ ସେମାନଙ୍କୁ ବା ସେମାନଙ୍କର ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି ।

ଖୋର୍ଦ୍ଧା ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମାନସ ରଂଜନ ବିଶ୍ୱାଳ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ଖୋର୍ଦ୍ଧା ମନୋଜ କୁମାର ପାଢୀ, ସୂଚନା ଓ ଲୋକସଂପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ମାନସ ରଞ୍ଜନ ଖୁଣ୍ଟିଆ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ, ଭୁବନେଶ୍ୱର ପଠାଣି ରାଉତ ଓ  ଗଣମାଧ୍ୟମର  ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ ।

ଖବରକାଗଜ ହକର ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026
Latest News

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.