Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଗୁଲ୍‌ ଡୁଡୁଲ୍‌ରେ ସ୍ପେଶାଲ୍‌ ଆର୍ଥଡେ’ ସେଲିବ୍ରେସନ୍‌
ଆଜିର ଖବର

ଗୁଗୁଲ୍‌ ଡୁଡୁଲ୍‌ରେ ସ୍ପେଶାଲ୍‌ ଆର୍ଥଡେ’ ସେଲିବ୍ରେସନ୍‌

April 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
google celebrates earth day
google celebrates earth day

ଆଜି ହେଉଛି ‘ଆର୍ଥ ଡେ’ ବା ପୃଥିବୀ ଦିବସ। ଆଜିର ଥିମ୍‌ ରହିଛ ବିଲୁପ୍ତପ୍ରାୟ ପ୍ରଜାତିଙ୍କ ସୁରକ୍ଷା’। ପୃଥିବୀକୁ ପ୍ରଦୂଷଣ ମୁକ୍ତ ରଖିବା ହେଉଛି ଆଜି ଦିନର ମହତ୍ତ୍ବ। ଏହି ଅବସରରେ ଗୁଗୁଲ୍‌ ଡୁଡୁଲ୍‌ ପ୍ରସ୍ତୁତ କରିଛି ସ୍ପେଶାଲ୍‌ ଆର୍ଥ ଡେ’। ଏଥିରେ ୬ ଭିନ୍ନ ପ୍ରଜାତିକୁ ଦେଖାଯାଇଛି, ଯେଉଁଥିରେ ଭିନ୍ନ ଭିନ୍ନ ପ୍ରଜାତିଙ୍କର ଏକ ଶୃଙ୍ଖଳକୁ ଦର୍ଶାଯାଇଛି।  ଜୀବଜନ୍ତୁ ଏବଂ ବୃକ୍ଷଲତା ପ୍ରଭୃତି ଥିବା ଏକ ଆନିମେଟେଡ୍‌ ଭିଡିଓ ଜରିଆରେ ଭିନ୍ନ ଭିନ୍ନ ବିଲୁପ୍ତପ୍ରାୟ ପ୍ରଜାତିଙ୍କୁ ଦେଖାଯାଇଛି। ପୃଥିବୀର ସୁରକ୍ଷା ଏବଂ ଏହାର ଦୀର୍ଘାୟୁ କାମନା କରି ଆମେରିକୀୟ ସିନେଟର ଜେରାଲ୍ଡ ନେଲସନଙ୍କ ଦ୍ୱାରା ୧୯୭୦ରେ ପ୍ରଥମେ ‘ପୃଥିବୀ ଦିବସ’ ପାଳନ କରାଯାଇଥିଲା। ସେହି ଦିନଠାରୁ ପ୍ରତିବର୍ଷ ଏପ୍ରିଲ ୨୨କୁ ‘ପୃଥିବୀ ଦିବସ’ ବା ‘ଆର୍ଥ ଡେ’ ଭାବେ ପାଳନ କରାଯାଉଛି। ଜଳବାୟୁ ପରିବର୍ତ୍ତନ, ଜଙ୍ଗଲର ଦ୍ରୁତ ଅବକ୍ଷୟ, ପ୍ରଦୂଷଣ ଏବଂ ବେଆଇନ ପଶୁ ଶିକାର ଯୋଗୁ ବିପଦରେ ଥିବା ପ୍ରାଣୀମାନଙ୍କୁ କିପରି ସୁରକ୍ଷା ଦିଆଯିବ, ସେନେଇ ସଚେତନତା ସୃଷ୍ଟି କରିବା ଏହି ଦିବସର ଲକ୍ଷ୍ୟ।

celebrates doodle google thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026

‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.