Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି ବସିବ ନୂଆ ବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ, ହୋଇପାରେ ବଡ ଘୋଷଣା
ଆଜିର ଖବର

ଆଜି ପୁଣି ବସିବ ନୂଆ ବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ, ହୋଇପାରେ ବଡ ଘୋଷଣା

January 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ପୁଣି ବସିବ ନୂଆ ବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ, ହୋଇପାରେ ବଡ ଘୋଷଣା

ଭୁବନେଶ୍ବର: ଆଜି ପୁଣି ଥରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ନୂଆ ବର୍ଷର ଏହା ହେଉଛି ପ୍ରଥମ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଦିନ 11ଟା 45 ରେ ବସିବ। କରୋନା ପାଇଁ ଏହି ବୈଠକ ଭର୍ଚ୍ୟୁୟାଲ ମୋଡରେ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ବସି ଏହାର ଅଧ୍ୟକ୍ଷତା କରିବେ।

ତେବେ ଏହି କ୍ୟାବିନେଟ ବୈଠକରେ କଣ ପ୍ରସ୍ତାବ ରହିଛି ତାହା ଜଣାପଡି ନାହିଁ। ହେଲେ ମୁଣ୍ଡ ଉପରେ ପଞ୍ଚାୟତ ନିର୍ବାଚନ ଥିବାରୁ ଏଥର କ୍ୟାବିନେଟରେ ଏକ ବଡ ନିଷ୍ପତି ହେବ ବୋଲି ଅନୁମାନ କରାଯାଉଛି। କାରଣ ଏହି ବୈଠକରେ ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର କେତେକ ପ୍ରସ୍ତାବ ପାରିତ ହେବାର ଅଛି। ବର୍ତ୍ତମାନ ରାଜ୍ୟ ସରକାର ଲଗାତର ଭାବେ ତିନୋଟି କ୍ୟାବିନେଟ ବୈଠକ କରିସାରିଲେଣି।

ନୀବନ ପଟ୍ଟନାୟକ ରାଜ୍ୟ କ୍ୟାବିନେଟ ରାଜ୍ୟ କ୍ୟାବିନେଟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Latest News

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.