Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା, କେବଳ ଖୋର୍ଦ୍ଧାରୁ ୬୬୯ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା, କେବଳ ଖୋର୍ଦ୍ଧାରୁ ୬୬୯ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

January 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଆଜି ରାଜ୍ୟରେ ୧୮୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୦୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୯୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧୦୦

ବରଗଡ ଜିଲ୍ଲାରୁ- ୧୬

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୬

ବୌଦ୍ଧ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୪୮

ଦେବଗଡ ଜିଲ୍ଲାରୁ- ୧୬

ଢେଙ୍କାନାଳ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୩୪

ଜଗତସିଂହପୁର ଜିଲ୍ଲାରୁ- ୧୯

ଯାଜପୁର ଜିଲ୍ଲାରୁ- ୧୩

ଝାରସୁଗୁଡା ଜିଲ୍ଲାରୁ- ୬୬

କଳାହାଣ୍ଡି ଜିଲ୍ଲାରୁ- ୧୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୨

କେନ୍ଦୁଝର ଜିଲ୍ଲାରୁ- ୩୧

ଖୋର୍ଦ୍ଧା ଜିଲ୍ଲାରୁ- ୬୬୯

କୋରାପୁଟ ଜିଲ୍ଲାରୁ- ୧୫

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୪୦

ନବରଙ୍ଗପୁର ଜିଲ୍ଲାରୁ- ୨୫

ନୟାଗଡ ଜିଲ୍ଲାରୁ- ୧୪

ନୂଆପଡା ଜିଲ୍ଲାରୁ- ୧୨

ପୁରୀ ଜିଲ୍ଲାରୁ- ୫୪

ରାୟଗଡା ଜିଲ୍ଲାରୁ- ୭

ସମ୍ବଲପୁର ଜିଲ୍ଲାରୁ- ୧୨୫

ସୋନପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ ଜିଲ୍ଲାରୁ- ୨୬୨

ଷ୍ଟେଟ ପୁଲରୁ- ୧୫୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୯ ହଜାର ୭୭୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୫୧୪ ଏବଂ ବର୍ତ୍ତମାନ ୫୭୩୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026
Latest News

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.