Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ବିମାନବନ୍ଦର ପାଇଁ ବିଏମସିର ନୂଆ ଗାଇଡଲାଇନ୍: ସବୁ ଯାତ୍ରୀଙ୍କର ହେବ କୋଭିଡ ପରୀକ୍ଷା
ଆଜିର ଖବର

ଭୁବନେଶ୍ୱର ବିମାନବନ୍ଦର ପାଇଁ ବିଏମସିର ନୂଆ ଗାଇଡଲାଇନ୍: ସବୁ ଯାତ୍ରୀଙ୍କର ହେବ କୋଭିଡ ପରୀକ୍ଷା

January 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୧୨୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୮୯୭ ଜଣ ସଂକ୍ରମିତ ହୋଇଛନ୍ତି। ବିଶେଷକରି ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ସଂଖ୍ୟା ସର୍ବାଧିକ ଅଛି। ତେଣୁ ଏହି ସଂକ୍ରମଣକୁ ରୋକିବା ପାଇଁ ଭୁବନେଶ୍ଵର ମହାନଗର ନିଗମ ତତ୍ପରତା ଦେଖାଇଛି। ଭୁବନେଶ୍ୱର ବିମାନବନ୍ଦର ପାଇଁ ବିଏମସି ନୂଆ ଗାଇଡଲାଇନ୍ ଜାରି କରିଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚୁଥିବା ସମସ୍ତ ଯାତ୍ରୀଙ୍କର କୋଭିଡ ପରୀକ୍ଷା ହେବ। ସମସ୍ତ ବିମାନ ଯାତ୍ରୀଙ୍କ ଆର୍ଟିପିଆର ଟେଷ୍ଟ ବାଧ୍ୟତାମୂଳକ ହୋଇଛି। ବିମାନ ଯାତ୍ରୀ ମାନଙ୍କୁ ଯେଉଁମାନେ ପୂର୍ବରୁ ଟୀକାକରଣ କରିସାରିଛନ୍ତି କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟରେ ଅଛନ୍ତି ସେମାନଙ୍କୁ ମଧ୍ୟ ଏହି କୋଭିଡ୍ ପରୀକ୍ଷା କରିବାକୁ ପଡିବ।

ଆସନ୍ତାକାଲି ଠାରୁ ଏହି ନିୟମକୁ ଲାଗୁ କରାଯିବ। ବିଏମ୍‌ସି ପକ୍ଷରୁ ବିମାନବନ୍ଦରରେ ଯାତ୍ରୀଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ୍‌ ପାଇଁ ବ୍ୟବସ୍ଥା କରାଯିବ। କିନ୍ତୁ ଯେଉଁମାନେ ଭାୟା ଭୁବନେଶ୍ବର ଦେଇ ଯିବେ, ସେମାନଙ୍କର କରୋନା ପରୀକ୍ଷା କରାଯିବ ନାହିଁ।

କୋଭିଡ ପରୀକ୍ଷା ନୂଆ ଗାଇଡଲାଇନ୍ ବିଏମସି ଭୁବନେଶ୍ୱର ବିମାନବନ୍ଦର
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.