Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନିୟନ୍ତ୍ରିତ ଭାବେ ବଢି ଚାଲିଛି କରୋନା, ୨୪ ଘଣ୍ଟାରେ ପାଖାପାଖି ଦେଢ ଲକ୍ଷ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଅନିୟନ୍ତ୍ରିତ ଭାବେ ବଢି ଚାଲିଛି କରୋନା, ୨୪ ଘଣ୍ଟାରେ ପାଖାପାଖି ଦେଢ ଲକ୍ଷ ଆକ୍ରାନ୍ତ ଚିହ୍ନଟ

January 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ ମହାମାରୀର ଗତି ଅନିୟନ୍ତ୍ରିତ ହେବାରେ ଲାଗିଛି। ଏହା ସହିତ ଓମିକ୍ରନ୍ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଏକ ଲକ୍ଷ ୪୧ ହଜାର ୯୮୬ ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ ୨୮୫ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଓମିକ୍ରନ୍ ର ୩୦୭୧ ଟି ମାମଲା ରିପୋର୍ଟ ହୋଇଛି। ଆଜି ଦେଶରେ କରୋନା ସ୍ଥିତ କ’ଣ ରହିଛି, ଜାଣନ୍ତୁ…

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୪ ଲକ୍ଷ ୭୨ହଜାର ୧୬୯ କୁ ବୃଦ୍ଧି ପାଇଛି। ଏଥି ସହିତ, ଏହି ମହାମାରୀ ହେତୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୪ ଲକ୍ଷ ୮୩ ହଜାର ୪୬୩ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଗତକାଲି ୪୦ହଜାର ୪୮୫ ଜଣ ଲୋକ ଆରୋଗ୍ୟ ଲାଭ କରିଥିଲେ, ଯାହା ପରେ ଏପର୍ଯ୍ୟନ୍ତ ୩ କୋଟି ୪୪ ଲକ୍ଷ ୧୨ ହଜାର ୭୪୦ ଲୋକ ସଂକ୍ରମଣମୁକ୍ତ ହୋଇଯାଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୩୦୭୧ ଜଣ ଲୋକ ଓମିକ୍ରନ୍ ରେ ସଂକ୍ରମିତ ହୋଇଥିବାବେଳେ ୧୨୦୩ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଦେଶରେ ଏହି ଭାରିଆଣ୍ଟରେ ସଂକ୍ରମିତ ରାଜ୍ୟ ସଂଖ୍ୟା ୨୭ କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ର ଏବଂ ରାଜଧାନୀ ଦିଲ୍ଲୀରେ ସର୍ବାଧିକ ମାମଲା ରହିଛି।

କରୋନା ଭାଇରସ୍
Share. Facebook Twitter LinkedIn Email WhatsApp Copy Link

Related Posts

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

Zomatoରୁ ଅର୍ଡର କରିବା ପୂର୍ବରୁ ସାବଧାନ! CoD ବାଛିଲେ ଦେବାକୁ ପଡ଼ିପାରେ ଅଧିକ ଟଙ୍କା

September 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଟି-୨୦: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ୍ ରିପୋର୍ଟ

September 13, 2026

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026
Latest News

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

Zomatoରୁ ଅର୍ଡର କରିବା ପୂର୍ବରୁ ସାବଧାନ! CoD ବାଛିଲେ ଦେବାକୁ ପଡ଼ିପାରେ ଅଧିକ ଟଙ୍କା

September 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଟି-୨୦: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ୍ ରିପୋର୍ଟ

September 13, 2026

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026

ଆଜିଠୁ କମିବ ବର୍ଷାର ପ୍ରକୋପ: କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.