Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବକପ୍‌ ପାଇଁ ଆଫଗାନିସ୍ତାନ ଦଳ ଘୋଷଣା
ଆଜିର ଖବର

ବିଶ୍ବକପ୍‌ ପାଇଁ ଆଫଗାନିସ୍ତାନ ଦଳ ଘୋଷଣା

April 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

୨୦୧୯ ବିଶ୍ବକପ୍‌ ପାଇଁ ଆଫଗାନିସ୍ତାନ ଏହାର ଦଳ ଘୋଷଣା କରିଛି। ଗୁଲବଦିନ୍‌ ନାଏବ ଦଳର ଅଧିନାୟକ ରହିଥିବା ବେଳେ ୩୧ ବର୍ଷୀୟ ଦ୍ରୁତ ବୋଲର ହମିଦ୍‌ ହସନ୍‌ ଦଳକୁ ୪ ବର୍ଷ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିକଟରେ ଅଧିନାୟକ ପଦରୁ ହଟା ଯାଇଥିବା ଅସଘର ଆଫଗାନ ନିଜର ସ୍ଥାନ ବଜାୟ ରଖିଛନ୍ତି। ରଶିଦ ଖାନ ଏବଂ ମହମ୍ମଦ ନବି ମଧ୍ୟ ନିଜର ସ୍ଥାନ ବଜାୟ ରଖିଛନ୍ତି।
ଦଳ : ଗୁଲବାଦିନ ନାଏବ (ଅଧିନାୟକ), ମହମ୍ମଦ ଶେହଜାଦ, ନୁର୍‌ ଅଲୀ ଜାର୍ଡାନ, ହଜରତ୍‌ ଉଲ୍ଲା ଜଜାଇ, ରେହମତ ଶାହ, ଅସଘର ଆଫଗାନ, ହସମତୁଲ୍ଲା ଶାହିଦି, ନଜିବୁଲ୍ଲା ଜାର୍ଡାନ, ସମିଉଲ୍ଲା ସେନାଓ୍ବାରୀ, ମହମ୍ମଦ ନବି, ରଶିଦ ଖାନ, ଦଓ୍ବଲତ୍‌ ଜାର୍ଦାନ, ଆଫତାବ ଆଲାମ, ହମିଦ ହାସାନ, ମୁଜିବ ଉର ରେହମାନ ।

afganistan player thesamikhsya worldcup
Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.