Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନିର୍ବାଚନ କମିସନର କରିବେ ସର୍ବଦଳୀୟ ବୈଠକ
ଆଜିର ଖବର

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନିର୍ବାଚନ କମିସନର କରିବେ ସର୍ବଦଳୀୟ ବୈଠକ

January 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନିର୍ବାଚନ କମିସନର କରିବେ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆଜି ଓଡିଶା ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ସର୍ବଦଳୀୟ ବୈଠକ ଡାକିଛନ୍ତି। ପୂର୍ବରୁ ଏ ନେଇ ସେ ଆଉ ଏକ ବୈଠକ କରିଥିଲେ। ତେବେ ବର୍ତ୍ତମାନ ରାଜ୍ୟରେ କରୋନା ପରିସ୍ଥିତି ନେଇ କିପରି ନିର୍ବାଚନ ହେବ ସେ ନେଇ ମତ ଲୋଡିବେ। ଏଥିରେ ରାଜ୍ୟର ସବୁ ରାଜନୈତିକ ଦଳର ପ୍ରତିନିଧିମାନେ ଯୋଗ ଦେବେ।

ପୂର୍ବରୁ ନିର୍ବାଚନ କମିଶନର ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିସାରିଛନ୍ତି। ବର୍ତ୍ତମାନ କରୋନା ପରିସ୍ଥିତି କିପରି ଅଛି ଏବଂ କଣ ମୁକାବିଲା ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ଆଲୋଚନା କରିଛନ୍ତି। ଆଜି ରାଜନୈତିକ ଦଳର ମତାମତ ନେବା ପରେ କମିଶନର ନିର୍ବାଚନ ନେଇ ଘୋଷଣା କରିବେ।

ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026
Latest News

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026

ଧର୍ମ ପରିବର୍ତ୍ତନ କଲେ ହରାଇବେ SC/ST ମାନ୍ୟତା: ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି

March 24, 2026

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.