Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନଙ୍କ ଘୋଷଣା: ବିଭିନ୍ନ ନଦୀ ସ୍ରୋତରେ ନିର୍ମାଣ ହେବ ବ୍ୟାରେଜ, ଖର୍ଚ୍ଚ ୧୧,୭୦୦ କୋଟି
ଆଜିର ଖବର

ନବୀନଙ୍କ ଘୋଷଣା: ବିଭିନ୍ନ ନଦୀ ସ୍ରୋତରେ ନିର୍ମାଣ ହେବ ବ୍ୟାରେଜ, ଖର୍ଚ୍ଚ ୧୧,୭୦୦ କୋଟି

January 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନଙ୍କ ଘୋଷଣା: ବିଭିନ୍ନ ନଦୀ ସ୍ରୋତରେ ନିର୍ମାଣ ହେବ ବ୍ୟାରେଜ, ଖର୍ଚ୍ଚ ୧୧,୭୦୦ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରେ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ Construction of in-stream Storage Structure ଯୋଜନା ଆରମ୍ଭ କରିଛନ୍ତି ।

ଏଥିପାଇଁ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ବିଭିନ୍ନ ନଦୀ ସ୍ରୋତର ୩୦ଟି ସ୍ଥାନରେ ଏହି ବ୍ୟାରେଜ ନିର୍ମାଣ କରାଯିବ । ଯାହାଫଳରେ ଚାଷୀ ଜମିକୁ ସବୁ ଦିନ ପାଇଁ ପାଣି ପାଇପାରିବ । ଭୂତ୍ତଳ ଜଳସ୍ତର ଠିକ୍‌ ରହିବ । ଆଖପାଖ ଗାଁ ମାନଙ୍କରେ ବିଶୁଦ୍ଧ ପାଇପ ପାଣି ଯୋଗାଣ ହୋଇପାରିବ । ଆଜି ସୁନ୍ଦରଗଡରେ ଆରମ୍ଭ ହୋଇଥିବା ଦୁଇଟି ପ୍ରକଳ୍ପ ଶିଳାନ୍ୟାସ ପରିପ୍ରେକ୍ଷୀରେ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ନବୀନ ପଟ୍ଟନାୟକ ନବୀନ ପଟ୍ଟନାୟକଙ୍କ ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026
Latest News

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.