Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ଆଇନି ଶୃଙ୍ଖଳା ନେଇ ବୈଠକ କଲେ ନିର୍ବାଚନ କମିଶନର
ଆଜିର ଖବର

ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ଆଇନି ଶୃଙ୍ଖଳା ନେଇ ବୈଠକ କଲେ ନିର୍ବାଚନ କମିଶନର

January 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ଆଇନି ଶୃଙ୍ଖଳା ନେଇ ବୈଠକ କଲେ ନିର୍ବାଚନ କମିଶନର

ଭୁବନେଶ୍ବର: ବର୍ତ୍ତମାନ ଓଡିଶା ରାଜ୍ୟ ନିର୍ବାଚନ କମିଶନରଙ୍କ ଗତିରୁ ସ୍ପଷ୍ଟ ଜଣାପଡିଲାଣି ଯେ, ଓଡିଶାରେ ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟ ମଧ୍ୟରେ ହେବ। କାରଣ କମିସନର ଆଦିତ୍ୟ ପ୍ରସାଦ ପାଢୀ ଘନଘନ ବୈଠକ କରି ବିଭିନ୍ନ ମତାମତ ସଂଗ୍ରହରୁ ଏହା ନିଶ୍ଚିତ କରିଛି। କରୋନା ପାଇଁ ନିର୍ବାଚନ ଘୁଞ୍ଚିବ ବୋଲି ଯେଉଁ ଆଶଙ୍କା ରହିଥିଲା ତାହା ସମାପ୍ତ ହୋଇଛି।

ସୋମବାର ଦିନ କମିଶନର ରାଜ୍ୟର ଆଇନି ଶୃଙ୍ଖଳା ନେଇ ପୋଲିସ ଡିଜି ସୁନୀଲ ବଂଶଲଙ୍କ ସହିତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ବର୍ତ୍ତମାନ ପଞ୍ଚାୟତ ନିର୍ବାଚନ କରାଗଲେ ଆଇନି ଶୃଙ୍ଖଳା ପରିସ୍ଥିତି କିପରି ରହିବ ସେ ନେଇ ମତ ମାଗିଥିଲେ। ବିଶେଷ ସୁତ୍ରର ଖବର ଅନୁସାରେ ପଞ୍ଚାୟତ ନିର୍ବାଚନ ହେଲେ ଆଇନି ଶୃଙ୍ଖଳା ପରିସ୍ଥିତିରେ କୌଣସି ଅସୁବିଧା ହେବ ନାହିଁ ବୋଲି ମତ ରଖିଛନ୍ତି।

ଆଦିତ୍ୟ ପ୍ରସାଦ ପାଢ଼ୀ ଓଡିଶା ନିର୍ବାଚନ କମିଶନର ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026
Latest News

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.