Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗ ଦେଲେ ମୁଲାୟମଙ୍କ ସମୁଦୀ ହରି ଓମ ଯାଦବ, ଆହୁରି ଅନେକ ନେତା ହେଲେ ସାମିଲ
ଆଜିର ଖବର

ବିଜେପିରେ ଯୋଗ ଦେଲେ ମୁଲାୟମଙ୍କ ସମୁଦୀ ହରି ଓମ ଯାଦବ, ଆହୁରି ଅନେକ ନେତା ହେଲେ ସାମିଲ

January 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ତଥା ମୁଲାୟମ ସିଂ ଯାଦବଙ୍କ ସମୁଦୀ ହରିଓମ ଯାଦବ ଆଜି ବିଜେପିରେ ଯୋଗ ଦେଇଛନ୍ତି। ତାଙ୍କୁ ଦଳ ୬ ବର୍ଷ ପାଇଁ ନିଲମ୍ବିତ କରିଥିଲା। ହରିଓମ ଯାଦବଙ୍କୁ ପାର୍ଟି ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ହରି ଓମ ଯାଦବ ତେଜ ପ୍ରତାପ ଯାଦବଙ୍କ ଅଜାଙ୍କ ସାନଭାଇ। ଏହି କାରଣରୁ ସେ ମୁଲାୟମ ସିଂ ଯାଦବଙ୍କ ନିକଟତର ହୋଇଥିଲେ।

ହରି ଓମ ଯାଦବ ହେଉଛନ୍ତି ସିରସାଗଞ୍ଜର ସମାଜବାଦୀ ପାର୍ଟିର ବିଧାୟକ। ଏମାନଙ୍କ ବ୍ୟତୀତ ଉତ୍ତରପ୍ରଦେଶର ସାହାରନପୁର ଜିଲ୍ଲାର ବେହଟରୁ କଂଗ୍ରେସ ବିଧାୟକ ନରେଶ ସାଇନି ଏବଂ ପୂର୍ବତନ ଏସପି ବିଧାୟକ ଧର୍ମପାଲ ଯାଦବ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। ଏହି ସମୟରେ ୟୁପି ବିଜେପି ସଭାପତି ସ୍ଵତନ୍ତ୍ର ଦେବ ସିଂଙ୍କ ସହ ଉଭୟ ଉପ-ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ଦୀନେଶ ଶର୍ମା ଉପସ୍ଥିତ ଥିଲେ।

ବିଜେପି ମୁଲାୟମ ସିଂ ଯାଦବ ସମାଜବାଦୀ ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.