Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମକର ସଂକ୍ରାନ୍ତି ଦିନ କେଉଁ ମୂର୍ହୁର୍ତ୍ତରେ ପୂଜା କରିବା ଉଚିତ ? ଜାଣନ୍ତୁ କଣ କହୁଛନ୍ତି ଜ୍ୟୋର୍ତିବିତ୍
ଆଜିର ଖବର

ମକର ସଂକ୍ରାନ୍ତି ଦିନ କେଉଁ ମୂର୍ହୁର୍ତ୍ତରେ ପୂଜା କରିବା ଉଚିତ ? ଜାଣନ୍ତୁ କଣ କହୁଛନ୍ତି ଜ୍ୟୋର୍ତିବିତ୍

January 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

Makar Sankranti : ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ । ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି। ଏଥର ମକର ସଂକ୍ରାନ୍ତି ପର୍ବ 14 ଜାନୁଆରୀରେ ପାଳନ କରାଯିବ । ପରମ୍ପରା ଅନୁଯାୟୀ, ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରବେ ଏବଂ ଏହି ସମସ୍ତ ଶୁଭ କାର୍ଯ୍ୟ ଆରମ୍ଭ ହୁଏ। ପୂଜା ଠାରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ, ମାଙ୍ଗଳିକ ଭଳି କାର୍ଯ୍ୟ ମକର ସଂକ୍ରାନ୍ତିରେ ଆରମ୍ଭ ହୁଏ ।

ତେବେ ଏହିଦିନ କେତେବେଳେ ପୂଜା ମୂର୍ହୁତ ରହିଛି ତାହା ଜାଣିବା ଆବଶ୍ୟକ। କାରଣ ସେହି ଅନୁସାରେ ଘରେ ପୂଜା କଲେ ଭଲ ଫଳ ମିଳିଥାଏ। ଜ୍ୟୋର୍ତିବତଙ୍କ ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ। ସେଦିନ ସୂର୍ଯ୍ୟ ଅପରାହ୍ନ 2ଟା 28 ମିନଟରେ ମକର ରାଶିକୁ ଯିବେ। ତେବେ ଏହି ପର୍ବ ପାଳନ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପାଳନ କରାଯାଇପାରିବ। ତେବେ ମୁଖ୍ୟ ପୂଜା ସମୟ ହେଉଛି ଭୋର 5.55 ମିନଟରୁ 9 ଟା 40 ମିନଟ ପର୍ଯ୍ୟନ୍ତ। ଅବଶ୍ୟ କେତେକ ଜ୍ୟୋର୍ତିବିତ୍ ସୂର୍ଯ୍ୟଦେବ ମକର ରାଶିରେ ପ୍ରବେଶ କରିବା ପରେ ଅପରାହ୍ନରେ ପୂଜା କଲେ ଭଲ ବୋଲି କହୁଛନ୍ତି।

Makar Sankranti ମକର ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026

ମା’ ମଣିନାଗଙ୍କ ପଞ୍ଚଦିନାତ୍ମକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ

June 21, 2026

ସାମୂହିକ ଯୋଗ କାର୍ଯ୍ୟକ୍ରମରେ ଯୋଗଦେଲେ ଅଶ୍ୱିନୀ ବୈଷ୍ଣବ ଓ ଅର୍ଜୁନ ରାମ ମେଘୱାଲ

June 21, 2026
Latest News

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.