Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛଅ ଜଣ ଆଇଏଏସଙ୍କୁ ମିଳିଲା ନୂଆବର୍ଷ ଭେଟି, ଅତିରିକ୍ତ ମୁଖ୍ୟ ଶାସନ ସଚିବକୁ ପଦୋନ୍ନତି
ଆଜିର ଖବର

ଛଅ ଜଣ ଆଇଏଏସଙ୍କୁ ମିଳିଲା ନୂଆବର୍ଷ ଭେଟି, ଅତିରିକ୍ତ ମୁଖ୍ୟ ଶାସନ ସଚିବକୁ ପଦୋନ୍ନତି

January 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ଛଅ ଜଣ ଆଇଏଏସଙ୍କୁ ମିଳିଲା ନୂଆବର୍ଷ ଭେଟି, ଅତିରିକ୍ତ ମୁଖ୍ୟ ଶାସନ ସଚିବକୁ ପଦୋନ୍ନତି

ଭୁବନେଶ୍ବର : ନୂଆବର୍ଷରେ ଓଡିଶାର ଛଅଜଣ ଆଇଏଏସଙ୍କୁ ମିଳିଛି ନୂଆବର୍ଷ ଭେଟି। ସେମାନଙ୍କୁ ରାଜ୍ୟ ସରକାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏହି ପଦବୀ ହେଉଛି ଆଇଏଏସର ସର୍ବୋଚ୍ଚ ପଦୋନ୍ନତି। ଯେଉଁମାନଙ୍କୁ ଏହି ପଦବୀକୁ ପଦନ୍ନୋତି ଦିଆଯାଇଛି ସେମାନେ ହେଲେ

1-ଅନୁ ଗର୍ଗ

2-ମଧୂସୁଦନ ପାଢୀ

3-ସତ୍ୟବ୍ରତ ସାହୁ

4-ବିଜୟ ଆରୋରା

5-ଜି ଶ୍ରୀନିବାସ

6-ଆରତୀ ଆହୁଜା

ଜି ଶ୍ରୀନିବାସ ଏବଂ ଆରତୀ ଆହୁଜା ବର୍ତ୍ତମାନ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି।

ias ଅନୁ ଗର୍ଗ ଆଇଏଏସ ସତ୍ୟବ୍ରତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026
Latest News

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026

ପୁଣି ବ୍ରହ୍ମପୁରରେ ଯୁବକଙ୍କୁ ଛୁରାମାଡ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.