Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗ ଦେଲେ ପୂର୍ବତନ ଆଇପିଏସ ଅସୀମ ଅରୁଣ
ଆଜିର ଖବର

ବିଜେପିରେ ଯୋଗ ଦେଲେ ପୂର୍ବତନ ଆଇପିଏସ ଅସୀମ ଅରୁଣ

January 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ଆଇପିଏସ ଚାକିରି ଛାଡିଥିବା ଅସୀମ ଅରୁଣ ରବିବାର ଦିନ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ସ୍ଵତନ୍ତ୍ର ଦେବ ସିଂ ଏବଂ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ତାଙ୍କୁ ବିଜେପିର ସଦସ୍ୟତା ଦେଇଛନ୍ତି। ଯେଉଁ ଦିନ ନିର୍ବାଚନ ଆୟୋଗ ଦେଶର ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ, ସେହି ଦିନ ଅରୁଣ ପୋଲିସ ଚାକିରିରୁ ଭିଆରଏସ ନେବାକୁ ଘୋଷଣା କରିଥିଲେ।

ବିଜେପିରେ ଯୋଗଦେବା ପରେ ଅସୀମ ଅରୁଣ କହିଛନ୍ତି ଯେ, ମୁଁ କୃତଜ୍ଞ ଯେ ଆଜି ମୁଁ ବିଜେପିରେ କାମ କରିବାର ସୁଯୋଗ ପାଇଛି ଏବଂ ମୁଁ ମଧ୍ୟ ଏଠାରେ ଭଲ କରିବା ପାଇଁ ଚେଷ୍ଟା କରିବି। ମୁଁ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି ଯେ, ଯିଏ ସାରା ରାଜ୍ୟରେ ଏକ ଉତ୍ତମ ଆଇନ ପରିବେଶ ସୃଷ୍ଟି କରିଥିଲେ ଏବଂ ପୋଲିସ୍ କର୍ମଚାରୀଙ୍କୁ କିମ୍ବା ସମସ୍ତଙ୍କୁ ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥିଲେ। ”

ଦଳିତ ସମାଜରୁ ଆସିଥିବା ଅସୀମ ଅରୁଣଙ୍କ ପିତା ଶ୍ରୀରାମ ଅରୁଣ ଉତ୍ତରପ୍ରଦେଶ ପୋଲିସର ମୁଖ୍ୟ ରହିଥିଲେ। ତାଙ୍କର ଦେହାନ୍ତ ହୋଇଯାଇଛି। ଅସୀମ ଅରୁଣ ଏକ ଫେସବୁକ ପୋଷ୍ଟରେ ଭିଆରଏସ ନେବାକୁ ଘୋଷଣା କରିଥିଲେ।

ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମୀ ଯୁଗଳଙ୍କୁ ଫାଶୀଦଣ୍ଡ

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026
Latest News

ଓଡ଼ିଶାରୁ ବିଦାୟ ନେଲେ ବିଦାୟୀ ରାଜ୍ୟପାଳ

October 16, 2026

ପ୍ରେମୀ ଯୁଗଳଙ୍କୁ ଫାଶୀଦଣ୍ଡ

October 16, 2026

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.