Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି ୧୦ ଘଣ୍ଟା ପାଇଁ ବନ୍ଦ ରହିବ ବିଦ୍ୟୁତ ସରବରାହ
ଆଜିର ଖବର

ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି ୧୦ ଘଣ୍ଟା ପାଇଁ ବନ୍ଦ ରହିବ ବିଦ୍ୟୁତ ସରବରାହ

January 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ଦଶ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ ନାଭାଲ ଗ୍ରୀଡ଼ର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୭ ଘଟିକାରୁ ଅପରାହ୍ନ ୫ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ। ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ନିବେଦନ କରିଛନ୍ତି ଉପଖଣ୍ଡ ଅଧିକାରୀ ଶ୍ରୀ ଦଳେଇ।

ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ସମସ୍ତ ଅଞ୍ଚଳ, ବାଣପୁର ଏନଏସି, ବାଲୁଗାଁ ଏନଏସିର ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି। ସେହିପରି ଚିଲିକା ବ୍ଲକ୍‌ର ସୋରଣ ଏବଂ କଳକଳେଶ୍ଵର ପଞ୍ଚାୟତକୁ ‌ ବାଦ୍‌ ଦେଇ ଅନ୍ୟ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି।

ଚିଲିକା ନିର୍ବାଚନମଣ୍ଡଳୀ ଟି.ପି.ସି.ଓ.ଡି.ଏଲ ନାଭାଲ ଗ୍ରୀଡ଼ ବିଦ୍ୟୁତ ସରବରାହ
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଡେରଜାଙ୍ଗ ଡ୍ୟାମ୍‌ରେ ‘ବୋଟିଂ ସୁବିଧା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

March 21, 2026

ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଶିଶୁ ଦିବସ ପାଳିତ

March 21, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ବାଣିଜ୍ୟିକ ଗ୍ୟାସ ଯୋଗାଣ ୨୦% କୁ ବୃଦ୍ଧି

March 21, 2026

ପୋଲସରାରେ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

March 21, 2026
Latest News

“ପାକିସ୍ତାନର ପରମାଣୁ ଅସ୍ତ୍ର ଆମେରିକା ପାଇଁ ବିପଦ”: ଆମେରିକୀୟ ସାଂସଦ

March 21, 2026

ଅନୁଗୋଳ ଡେରଜାଙ୍ଗ ଡ୍ୟାମ୍‌ରେ ‘ବୋଟିଂ ସୁବିଧା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

March 21, 2026

Breaking News: ବିଜେଡ଼ି ରୁ ବିଦା ହେଲେ ୬ ବିଧାୟକ

March 21, 2026

ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଶିଶୁ ଦିବସ ପାଳିତ

March 21, 2026

ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.