Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

January 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୧୦ ହଜାର ୪୮୯ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୧ ହଜାର ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧ ହଜାର ୬୧ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୪୩୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪ ହଜାର ୬୫୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୩୯

ବାଲେଶ୍ଵର ଜିଲ୍ଲାରୁ- ୩୨୩

ବରଗଡ ଜିଲ୍ଲାରୁ- ୧୨୫

ଭଦ୍ରକ ଜିଲ୍ଲାରୁ- ୧୩୨

ବଲାଙ୍ଗୀରି ଜିଲ୍ଲାରୁ- ୩୦୦

ବୌଦ୍ଧ ଜିଲ୍ଲାରୁ- ୮୩

କଟକ ଜିଲ୍ଲାରୁ – ୭୬୬

ଦେବଗଡ ଜିଲ୍ଲାରୁ- ୫୩

ଢେଙ୍କାନାଳ ଜିଲ୍ଲାରୁ- ୧୫୭

ଗଜପତି ଜିଲ୍ଲାରୁ- ୯୩

ଗଞ୍ଜାମ ଜିଲ୍ଲାରୁ- ୧୧୬

ଜଗତସିଂହପୁର ଜିଲ୍ଲାରୁ- ୨୭୩

ଯାଜପୁର ଜିଲ୍ଲାରୁ- ୨୭୫

ଝାରସୁଗୁଡା ଜିଲ୍ଲାରୁ- ୧୩୨

କଳାହାଣ୍ଡି ଜିଲ୍ଲାରୁ- ୨୫୩

କନ୍ଧମାଳ ଜିଲ୍ଲାରୁ- ୫୧

କେନ୍ଦ୍ରାପଡା ଜିଲ୍ଲାରୁ- ୮୫

କେନ୍ଦୁଝର ଜିଲ୍ଲାରୁ- ୨୨୩

ଖୋର୍ଦ୍ଧା ଜିଲ୍ଲାରୁ- ୩୪୬୯

କୋରାପୁଟ ଜିଲ୍ଲାରୁ- ୧୯୬

ମାଲକାନଗିରି ଜିଲ୍ଲାରୁ- ୫୪

ମୟୂରଭଞ୍ଜ ଜିଲ୍ଲାରୁ- ୩୯୩

ନବରଙ୍ଗପୁର ଜିଲ୍ଲାରୁ- ୧୩୭

ନୟାଗଡ ଜିଲ୍ଲାରୁ- ୧୪୯

ନୂଆପଡା ଜିଲ୍ଲାରୁ- ୧୦୪

ପୁରୀ ଜିଲ୍ଲାରୁ- ୧୮୮

ରାୟଗଡା ଜିଲ୍ଲାରୁ- ୧୮୭

ସମ୍ବଲପୁର ଜିଲ୍ଲାରୁ- ୩୦୨

ସୋନପୁର ଜିଲ୍ଲାରୁ- ୧୫୩

ସୁନ୍ଦରଗଡ ଜିଲ୍ଲାରୁ- ୧୪୧୬

ଷ୍ଟେଟ ପୁଲରୁ- ୭୫୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୫୫ ହଜାର ୪୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬୬ ହଜାର ୩୨ ଏବଂ ବର୍ତ୍ତମାନ ୮୦ ହଜାର ୯୧୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ଆକ୍ରାନ୍ତ କରୋନାଜନିତ ମୃତ୍ୟୁ କ୍ୱାରେଣ୍ଟାଇନ ସକ୍ରିୟ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.