Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରାରେ ନିର୍ବାଚନ ନେଇ ସିଇଓଙ୍କ ସୂଚନା : ବିଜେଡ଼ି ଦେବ ପ୍ରାର୍ଥୀ
ଆଜିର ଖବର

ପାଟକୁରାରେ ନିର୍ବାଚନ ନେଇ ସିଇଓଙ୍କ ସୂଚନା : ବିଜେଡ଼ି ଦେବ ପ୍ରାର୍ଥୀ

April 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରାରେ ରାଜନୈତିକ ବାତାବରଣ ବେଶ୍‌ ଉଷ୍ମ ରହିଛି। ପାଟକୁରାରେ ବିଜେଡ଼ିର ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ ଯୋଗୁଁ ସେଇ ବିଧାନସଭା ଆସନରେ ନିର୍ବାଚନ ସ୍ଥଗିତ ରହିଛି। ଏହି ନିର୍ବାଚନ ମଣ୍ଡଳୀକୁ ନେଇ ସିଇଓ ସୂଚନା ଦେଇଛନ୍ତି। ତେବେ ଏଇ ବିଧାନସଭା ଆସନରେ ବିଜେଡ଼ି ସାନି ପ୍ରାର୍ଥୀ ଦେବ। ଅନ୍ୟ କୌଣସି ଦଳଙ୍କୁ ପ୍ରାର୍ଥୀ ବଦଳାଇବାକୁ ସୁଯୋଗ ଦିଆଯିବ ନାହିଁ। ନିର୍ବାଚନ କେବେ ହେବ, ସେନେଇ ତାରିଖ ଘୋଷଣା କରାଯାଇନାହିଁ। ଏହି ନିର୍ବାଚନ ଆସନରେ ବିଜେପି ତରଫରୁ ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି। ତେବେ ଏହି ଆସନରେ ବିଜେଡ଼ି ତରଫରୁ କିଏ ପ୍ରାର୍ଥୀ ହେବ, ତାହା ଆଗାମୀ ସମୟ କହିବ।

election patkura thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026
Latest News

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.