Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଦେଶରେ ପ୍ରାୟ ସାଢେ ୩ ଲକ୍ଷ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୭୦୩
ଆଜିର ଖବର

ଆଜି ଦେଶରେ ପ୍ରାୟ ସାଢେ ୩ ଲକ୍ଷ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୭୦୩

January 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୧୭ ହଜାର ୫୩୨ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩ ଲକ୍ଷ ୪୭ ହଜାର ୨୫୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୭୦୩ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୫୧ ହଜାର ୭୭୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୮୯ ଲକ୍ଷ ୯୪ ହଜାର ୭୫୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୮ ହଜାର ୩୯୬ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୬୦ ଲକ୍ଷ ୫୮ ହଜାର ୮୦୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୦ ଲକ୍ଷ ୧୮ ହଜାରକୁ ୮୨୫ ବୃଦ୍ଧି ପାଇଛି।

କରୋନାଜନିତ ମୃତ୍ୟୁ ନୂଆ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଚୀନ୍ ଏବଂ ଆମେରିକାକୁ ପଛରେ ପକାଇବ ଭାରତର ଅଟୋ ଶିଳ୍ପ: ନୀତିନ୍ ଗଡକରୀ କହିଲେ ମାଷ୍ଟର ପ୍ଲାନ 

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026
Latest News

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଚୀନ୍ ଏବଂ ଆମେରିକାକୁ ପଛରେ ପକାଇବ ଭାରତର ଅଟୋ ଶିଳ୍ପ: ନୀତିନ୍ ଗଡକରୀ କହିଲେ ମାଷ୍ଟର ପ୍ଲାନ 

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026

ଟ୍ରମ୍ପଙ୍କ ନୂତନ ଧମକରେ ଦୋହଲିଗଲା ସେୟାର ବଜାର

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.