Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ପର୍ଯ୍ୟାୟ ନିର୍ବାଚନ:ମତ ସାବ୍ୟସ୍ତ କଲେ ନବୀନ, ଧର୍ମେନ୍ଦ୍ର
ଆଜିର ଖବର

ତୃତୀୟ ପର୍ଯ୍ୟାୟ ନିର୍ବାଚନ:ମତ ସାବ୍ୟସ୍ତ କଲେ ନବୀନ, ଧର୍ମେନ୍ଦ୍ର

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
NAVEEN, DHARMENDRA CAST THEIR VOTE
NAVEEN, DHARMENDRA CAST THEIR VOTE

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳ 7ଟାରୁ ମତଦାନ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ୪୨ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି । ଏହି ନିର୍ବାଚନରେ ନେତାମାନେ ନିଜନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତଦାନ କରିଛନ୍ତି । ବିଜେଡି ସୁପ୍ରିମୋ ଏକାମ୍ର ନିର୍ବାଚନ ମଣ୍ଡଳୀରୁ ନିଜର ଭୋଟ ପ୍ରଦାନ କରିଛନ୍ତି । ତାଳଚେର ଦେଉଳବେଡ଼ା ତେଲିସାହି ପ୍ରାଥମିକ ବିଦ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ପତ୍ନୀ ମତଦାନ କରିଛନ୍ତି। ସେହିପରି ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ମଧ୍ୟ ଭୋଟ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସମୁଦାୟ ୯୨.୫୬ ଲକ୍ଷ ଭୋଟର ନିଜର ମତ ସାବ୍ୟସ୍ତ କରୁଥିବା ବେଳେ ୭୮୫୮ ଟି ବୁଥ୍‌ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ । ସକାଳ୧୦ ଟା ସୁଦ୍ଧା ରାଜ୍ୟରେ ୭.୧୫ ପ୍ରତିଶତର ଭୋଟ ଗ୍ରହଣ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବୁସାନ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ୧୦ଟି ପ୍ରଭାବଶାଳୀ ଭାରତୀୟ ଚଳଚ୍ଚିତ୍ର

September 17, 2025

ପୁଣି ଦେଶବ୍ୟାପୀ ରିଲିଜ ହେବ ଜାତୀୟ ପୁରସ୍କାର ବିଜେତା ଚଳଚ୍ଚିତ୍ର ‘ଚଲୋ ଜିତେ ହେଁ’

September 17, 2025

ଭାରତର ପ୍ରଥମ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ହେଲେ ଆନନ୍ଦକୁମାର, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 17, 2025

ଦ୍ୱିତୀୟ ଜାତୀୟ ଏଏନଟିଏଫ୍ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 17, 2025
Latest News

ବୁସାନ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ୧୦ଟି ପ୍ରଭାବଶାଳୀ ଭାରତୀୟ ଚଳଚ୍ଚିତ୍ର

September 17, 2025

ପୁଣି ଦେଶବ୍ୟାପୀ ରିଲିଜ ହେବ ଜାତୀୟ ପୁରସ୍କାର ବିଜେତା ଚଳଚ୍ଚିତ୍ର ‘ଚଲୋ ଜିତେ ହେଁ’

September 17, 2025

ଭାରତର ପ୍ରଥମ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ହେଲେ ଆନନ୍ଦକୁମାର, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 17, 2025

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ ସମ୍ପର୍କ ଏବଂ ଜନ ସମ୍ବେଦନା

September 17, 2025

ଦ୍ୱିତୀୟ ଜାତୀୟ ଏଏନଟିଏଫ୍ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.