Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତକାଲି ଠାରୁ ଆଜି ଆଉ ୨୭ ହଜାର ୪୬୯ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୪୩୯
ଆଜିର ଖବର

ଗତକାଲି ଠାରୁ ଆଜି ଆଉ ୨୭ ହଜାର ୪୬୯ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୪୩୯

January 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୬ ହଜାର ୬୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩ ଲକ୍ଷ ୩୩ ହଜାର ୪୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୫୨୫ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୪୩ ହଜାର ୪୯୫ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୯୫ ଲକ୍ଷ ୪୩ ହଜାର ୩୨୮ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୯ ହଜାର ୮୪୮ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୬୮ ଲକ୍ଷ ୪ ହଜାର ୧୪୫ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷ ୪୯ ହଜାରକୁ ୩୩୫ ବୃଦ୍ଧି ପାଇଛି।

କରୋନାଜନିତ ମୃତ୍ୟୁ ନୂଆ ମାମଲା ସକ୍ରିୟ ରୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ମଇ ୨୪ ରେ ଦେଖନ୍ତୁ ରୋମାଣ୍ଟିକ ଚଳଚ୍ଚିତ୍ର ‘ମନ ମୋର କାଗଜ ଗୁଡ଼ି’

May 19, 2026

ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’: ଓଡ଼ିଶାର କୃଷି ବିକାଶକୁ କେନ୍ଦ୍ରର ପ୍ରଶଂସା

May 19, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା: ଫାଲଟା ଆସନରେ ନିର୍ବାଚନ ଲଢିବାକୁ ମନା କଲେ ଟିଏମସି ପ୍ରାର୍ଥୀ

May 19, 2026

ଆସନ୍ତାକାଲି ଦେଶବ୍ୟାପୀ ସମସ୍ତ ଔଷଧ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକର ଏକଦିନିଆ ବନ୍ଦ ଡାକରା

May 19, 2026
Latest News

ମଇ ୨୪ ରେ ଦେଖନ୍ତୁ ରୋମାଣ୍ଟିକ ଚଳଚ୍ଚିତ୍ର ‘ମନ ମୋର କାଗଜ ଗୁଡ଼ି’

May 19, 2026

ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’: ଓଡ଼ିଶାର କୃଷି ବିକାଶକୁ କେନ୍ଦ୍ରର ପ୍ରଶଂସା

May 19, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା: ଫାଲଟା ଆସନରେ ନିର୍ବାଚନ ଲଢିବାକୁ ମନା କଲେ ଟିଏମସି ପ୍ରାର୍ଥୀ

May 19, 2026

ଆସନ୍ତାକାଲି ଦେଶବ୍ୟାପୀ ସମସ୍ତ ଔଷଧ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକର ଏକଦିନିଆ ବନ୍ଦ ଡାକରା

May 19, 2026

ବ୍ରହ୍ମପୁରରେ ଦୁଇ ଯୁବକ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ରାଜ୍ୟ ସରକାରକୁ ଘେରିଲେ ନବୀନ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.