Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀରେ ଅଘଟଣ: କୂପରେ ପଡ଼ି ନାବାଳକର ପ୍ରାଣହାନୀ
ଆଜିର ଖବର

ନାଚୁଣୀରେ ଅଘଟଣ: କୂପରେ ପଡ଼ି ନାବାଳକର ପ୍ରାଣହାନୀ

January 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। କୂପରେ ପଡ଼ି ଜଣେ ୧୨ ବର୍ଷୀୟ ବାଳକ ପ୍ରାଣ ହରାଇଛନ୍ତି। ଖବର ମୁତାବକ ଆଜି ମଧ୍ୟାହ୍ନରେ ନାଚୁଣୀ ଗ୍ରାମର ପ୍ରଶାନ୍ତ କୁମାର ଦାସଙ୍କ ପୁତ୍ର ବିଶ୍ୱରଞ୍ଜନ ଦାସ ଗ୍ରାମରେ ଖେଳିଲାବେଳେ ଗ୍ରାମ ମଝିରେ ଥିବା ଏକ ଗଭୀର କୂପ ଭିତରେ ଖସି ଯାଇଥିଲେ।

ଏହା ଦେଖି ଗ୍ରାମବାସୀ ସଙ୍ଗେସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଲାପରେ ଅଗ୍ନିଶମ ବାହିନୀ ଦ୍ୱାରା କୂପରୁ ନାବାଳକଙ୍କୁ ଉଦ୍ଧାର କରାଯାଇ ସୁନାଖେଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା।  ତେବେ ଡାକ୍ତର ସେଠାରେ ବିଶ୍ୱଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ନାଚୁଣୀ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି କେଶ ନମ୍ବର ୨/୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଦେଇଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବାର ଫାଣ୍ଡି ଅଧିକାରୀ କେଶବ ବେହେରା କହିଛନ୍ତି।

ଦୁଃଖଦ ଘଟଣା ନାଚୁଣୀ ନାବାଳକର ପ୍ରାଣହାନୀ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026

ସହରାଞ୍ଚଳ ପରିମଳ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ତ୍ରିପାକ୍ଷିକ ବୁଝାମଣା ସ୍ବାକ୍ଷରିତ

February 4, 2026

ମଣିପୁର ବିଜେପି ବିଧାୟକ ଦଳର ନେତା ହେଲେ ୟୁମନାମ୍ ଖେମଚାନ୍ଦ ସିଂହ

February 4, 2026
Latest News

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026

ସହରାଞ୍ଚଳ ପରିମଳ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ତ୍ରିପାକ୍ଷିକ ବୁଝାମଣା ସ୍ବାକ୍ଷରିତ

February 4, 2026

ମଣିପୁର ବିଜେପି ବିଧାୟକ ଦଳର ନେତା ହେଲେ ୟୁମନାମ୍ ଖେମଚାନ୍ଦ ସିଂହ

February 4, 2026

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.