Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗ ଦେଲେ ସନ୍ନି ଦେଓଲ
ଆଜିର ଖବର

ବିଜେପିରେ ଯୋଗ ଦେଲେ ସନ୍ନି ଦେଓଲ

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
SUNNY DEOL JOINS BJP
SUNNY DEOL JOINS BJP

ବିଜେପିରେ ଯୋଗ ଦେଇଛନ୍ତି ବଲିଉଡ୍‌ ଅଭିନେତା ସନ୍ନି ଦେଓଲ । କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ପୀୟୁଷ ଗୋୟଲଙ୍କ ଉପସ୍ଥିତିରେ ସନ୍ନି ବିଜେପିରେ ଯୋଗ ଦେଇଛନ୍ତି । ପୂର୍ବରୁ ସନ୍ନିଙ୍କ ପିତା ମାତା ଧର୍ମେନ୍ଦ୍ର ଏବଂ ହେମା ମାଳିନୀ ବିଜେପିରେ ଯୋଗ ଦେଇଛନ୍ତି । ସନ୍ନି ପଞ୍ଜାବର ଗୁରୁଦାସପୁରରୁ ନିର୍ବାଚନ ଲଢିବା ନେଇ ଚର୍ଚ୍ଚା ହେଉଛି । ଉଭୟ ଗୋୟଲ ଏବଂ ସୀତାରମଣ ସନ୍ନି ଦେଓଲଙ୍କ ପ୍ରଶଂସା କରିଥିଲେ । ସନ୍ନିଙ୍କ ଚଳଚିତ୍ର ସୁରକ୍ଷାବଳକୁ ସର୍ବଦା ପ୍ରେରଣା ଦେଇଥାଏ ବୋଲି ଉଭୟ ନେତା କହିଥିଲେ । ନିଜ ପିତାଙ୍କ ପ୍ରେରଣାରେ ବିଜେପିର ବିକାଶ ଯୋଗୁଁ ମୋଦିଙ୍କ ସହିତ ଯୋଡି ହେବାକୁ ନିଷ୍ପତ୍ତି ନେଇଛି ବୋଲି କହିଥିଲେ ସନ୍ନି ଦେଓଲ । ପୂର୍ବରୁ ବିଜେପି ସଭାପତି ଅମିତ ଶାହଙ୍କୁ ଭେଟିଥିବା ସନ୍ନି ଆଜି ଅମ୍ରିତ୍‌ସରରେ ହରଦୀପ୍‌ ପୁରୀଙ୍କୁ ଭେଟିବା ପରେ ବିଜେପିରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ସନ୍ନିଙ୍କ ପିତା ଧର୍ମେନ୍ଦ୍ର ରାଜସ୍ଥାନର ବିକାନେରରୁ ସାଂସଦ ରହିଥିବା ବେଳେ ମାତା ହେମା ମାଳିନୀ ମଥୁରାରୁ ବିଜେପିର ସାଂସଦ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.