Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

January 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୨୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩ ହଜାର ୩୮୦, ସୁନ୍ଦରଗଡରୁ ୧ ହଜାର ୨୧୯, କଟକରୁ ୯୧୫, ସମ୍ବଲପୁରରୁ ୩୯୦, ବାଲେଶ୍ବରରୁ ୩୨୩, ବଲାଙ୍ଗୀରିରୁ ୨୫୩, ନୟାଗଡରୁ ୨୧୭, ପୁରୀରୁ ୧୯୮, ଅନୁଗୁଳରୁ ୧୮୮, କୋରାପୁଟରୁ ୧୮୪, ରାୟଗଡାରୁ ୧୮୨, ଯାଜପୁରରୁ ୧୭୯, ମୟୂରଭଞ୍ଜରୁ ୧୭୪, ଢେଙ୍କାନାଳରୁ ୧୬୮, କଳାହାଣ୍ଡିରୁ ୧୬୩, ଜଗତସିଂହପୁରରୁ ୧୬୧, ନବରଙ୍ଗପୁରରୁ ୧୪୯, ବରଗଡରୁ ୧୪୫, ସୋନପୁରରୁ ୧୦୮, କେନ୍ଦ୍ରାପଡାରୁ ୧୦୫, ଝାରସୁଗୁଡାରୁ ୯୬, ଭଦ୍ରକରୁ ୯୧, ଗଞ୍ଜାମରୁ ୯୧, ବୌଦ୍ଧରୁ ୯୦, ଗଜପତିରୁ ୮୫, କନ୍ଧମାଳରୁ ୭୬, ମାଲକାନଗିରିରୁ ୭୩, ଦେବଗଡରୁ ୫୩, ନୂଆପଡାରୁ ୩୨, କେନ୍ଦୁଝରରୁ ୧୯ ଏବଂ ଷ୍ଟେଟ ପୁଲରୁ ୭୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୧ ଲକ୍ଷ ୪୨ ହଜାର ୧୬୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୧୭ ହଜାର ୮୪୨ ରେ ପହଞ୍ଚିଥିବା ବେଳେ ବର୍ତ୍ତମାନ ୬୭ ହଜାର ୯୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.