Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରଏସ୍‌ଏସ୍‌ ନେତାଙ୍କ ପାଇଁ ଦେଶ ନୁହେଁ ସଂଘ ଗୁରୁତ୍ବପୂର୍ଣ୍ଣ : ଦିଗ୍‌ବିଜୟ ସିଂ
ଆଜିର ଖବର

ଆରଏସ୍‌ଏସ୍‌ ନେତାଙ୍କ ପାଇଁ ଦେଶ ନୁହେଁ ସଂଘ ଗୁରୁତ୍ବପୂର୍ଣ୍ଣ : ଦିଗ୍‌ବିଜୟ ସିଂ

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
DIGVIJAY S]INGH SLAMS RSS
DIGVIJAY S]INGH SLAMS RSS

କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ପୁନର୍ବାର ଏକ ବିବାଦୀୟ ବୟାନ ଦେଇଛନ୍ତି । ରାଷ୍ଟ୍ରୀୟ  ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌) ପାଇଁ ଭାରତ ମାତାର କୌଣସି ଗୁରୁତ୍ବ ନାହିଁ ବରଂ ସଂଘ ସେମାନଙ୍କ ପାଇଁ ରାଷ୍ଟ୍ର ଠାରୁ ବଡ ବୋଲି କହିଛନ୍ତି ଦିଗ୍‌ବିଜୟ । ଭୋପାଳରୁ ଦିଗ୍‌ବିଜୟ ସିଂଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଥିବା ପ୍ରଜ୍ଞା ସିଂ ଠାକୁରଙ୍କ ଏଟିଏସ୍‌ ମୁଖ୍ୟ ହେମନ୍ତ କାର୍କାରେଙ୍କ ବିପକ୍ଷରେ ବୟାନକୁ ନେଇ ଏହି ମନ୍ତବ୍ୟ ଦେଇଛନ୍ତି ଦିଗ୍‌ବିଜୟ । ସୋସିଆଲ ମିଡିଆ ସାଇଟ୍‌ ଟ୍ବିଟ୍ଟର ଜରିଆରେ ପ୍ରଜ୍ଞା ଏବଂ ସଂଘ ପରିବାରକୁ ସମାଲୋଚନା କରିଛନ୍ତି ଦିଗ୍‌ବିଜୟ । ସଂଘ ପରିବାରକୁ ବିରୋଧ କରୁଥିବା ପ୍ରତ୍ୟେକ ଶହିଦଙ୍କୁ ସେମାନେ ଦେଶଦ୍ରୋହୀର ମାନ୍ୟତା ଦେଇଥାନ୍ତି ବୋଲି ମଧ୍ୟ କହିଛନ୍ତି ଦିଗ୍‌ବିଜୟ । ନୂତନ ଭାରତର ଗଠନ ବିଗତ ପାଞ୍ଚ ବର୍ଷ ମଧ୍ୟରେ ହୋଇନାହିଁ, ପୂର୍ବରୁ ମଧ୍ୟ ଆମ ସରକାର ଭାରତର ବିକାଶ କରୁଥିଲେ ମାତ୍ର ଏଥିପାଇଁ ଅସହିଷ୍ଣୁତାର ସହାୟତା ନେଇନଥିଲେ ଏବଂ ସମସ୍ତଙ୍କୁ ସମାନ ନଜରରେ ଦେଖୁଥିଲେ । ଦେଶ ନିର୍ମାଣରେ ଯେଉଁମାନେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ସେମାନଙ୍କୁ କରିବା ଉଚିତ୍‌ ବୋଲି ଟ୍ବିଟ୍‌ କରିଥିଲେ ଦିଗ୍‌ବିଜୟ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026
Latest News

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.