Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ନାବାଳିକା ଦୁଷ୍କର୍ମ ଘଟଣା: ପୋଲିସ ନିଷ୍କ୍ରିୟତା ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ
ଆଜିର ଖବର

ପୁରୀ ନାବାଳିକା ଦୁଷ୍କର୍ମ ଘଟଣା: ପୋଲିସ ନିଷ୍କ୍ରିୟତା ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

January 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ନାବାଳିକା ଦୁଷ୍କର୍ମ ଘଟଣା: ପୋଲିସ ନିଷ୍କ୍ରିୟତା ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର: ପୁରୀ ସହରରେ ଗତ 23 ତାରିଖରେ ଜଣେ ପାଂଚ ବର୍ଷୀୟା ବାଳିକାକୁ ଧର୍ଷଣ କରାଯିବା ଘଟଣାରେ କଂଗ୍ରେସ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି । ଏହି ସରକାରଙ୍କ ଶାସନରେ ଆଇନ ଶୃଖଂଳା ପରିସ୍ଥିତି ସଂପୂର୍ଣ୍ଣ ଭୁଶୁଡି ପଡିବା ସହିତ ଅପରାଧୀମାନଙ୍କର ଚରାଭୂଇଁ ପାଲଟିଛି ବୋଲି ଦଳ ଅଭିଯୋଗ କରିଛି ।

ଏହି ସମ୍ବେଦନଶୀଳ ଘଟଣା ଉପରେ ପ୍ରତିକ୍ରିୟା ରଖି ଦଳର ମୁଖପାତ୍ର ଆଡଭୋକେଟ୍ ନିଶିକାନ୍ତ ମିଶ୍ର କହିଛନ୍ତି, ଏହି ଘଟଣାରେ ଅଭିଯୁକ୍ତ ହେଉଛି ଜଣେ ଅଭ୍ୟାସଗତ ଅପରାଧୀ । କିନ୍ତୁ ତାକୁ ପୁଲିସ୍ ଧରିବାରେ ବିଫଳ ହୋଇଛି । ଏହି ଘଟଣା ସ୍ପଷ୍ପ କରୁଛି ଯେ ଅପରାଧୀମାନେ ପୁଲିସ୍ କୁ ସିଧା ଚ୍ୟାଲେଂଜ୍ ଦେଉଛନ୍ତି ।

ଏହି ଗୁରୁତର ଘଟଣାକୁ ପୁଲିସ୍ ତୁରନ୍ତ ‘ରେଡ୍ ଫ୍ଲାଗ୍’ ଶ୍ରେଣୀଭୁକ୍ତ କରୁ ବୋଲି ସେ ଦାବି କରିଛନ୍ତି । ଅପରାଧୀକୁ ତୁରନ୍ତ ଗିରଫ କରିବା ପାଇଁ ପୁଲିସ୍ ଡିଜି ଏହା ଉପରେ ଧ୍ୟାନ ଦେବା ସହ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇଁ ଶୀଘ୍ର ସଠିକ୍ ତଦନ୍ତ କରାଇବାକୁ ଶ୍ରୀ ମିଶ୍ର ଦାବି କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.