Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ୨ ଲକ୍ଷ ୮୬ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୫୭୩
ଆଜିର ଖବର

ଆଜି ୨ ଲକ୍ଷ ୮୬ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୫୭୩

January 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୮୫ ହଜାର ୯୧୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୮୬ ହଜାର ୩୮୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୫୭୩ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୩ ଲକ୍ଷ ୬ ହଜାର ୩୫୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୩ ଲକ୍ଷ ୭୧ ହଜାର ୫୦୦ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୧ ହଜାର ୭୦୦ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୭୬ ଲକ୍ଷ ୭୭ ହଜାର ୩୨୮ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷ ୨ ହଜାରକୁ ୪୭୨ ବୃଦ୍ଧି ପାଇଛି।

ଆରୋଗ୍ୟ ଲାଭ କରୋନାଜନିତ ମୃତ୍ୟୁ କରୋନାରୁ ଆରୋଗ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026
Latest News

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.