Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁଥ୍‌ ନିକଟରେ ଧାରଣାରେ ବସିଲେ ବଦ୍ରି
ଆଜିର ଖବର

ବୁଥ୍‌ ନିକଟରେ ଧାରଣାରେ ବସିଲେ ବଦ୍ରି

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Badri Narayan Patra PROTEST NEAR BOOTH
Badri Narayan Patra PROTEST NEAR BOOTH

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଏକ ଅଭାବନୀୟ ଘଟଣା ଘଟିଛି । ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ନିର୍ବାଚନ ବୁଥ୍‌ ନିକଟରେ ଧାରଣାରେ ବସିଛନ୍ତି । ତୃତୀୟ ପର୍ଯ୍ୟାୟ ନିର୍ବାଚନରେ 6 ଟି ଲୋକସଭା ଏବଂ 42 ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେଉଛି । କେନ୍ଦୁଝର ମନ୍ତ୍ରୀ ବଦ୍ରି ପାତ୍ର ଶୁଆଁପଦା 276 ନମ୍ବର ପୋଲିଂ ବୁଥ ନିକଟରେ ଧରଣାରେ ବସିଛନ୍ତି । ବୁଥରେ ଏଜେଣ୍ଟକୁ ବୁଥ ଭିତରକୁ ପୂରାଇ ନଦେବାରୁ ବଦ୍ରି ପାତ୍ର ସମର୍ଥକଙ୍କ ସହ ଧାରଣା ଦେଇଛନ୍ତି । ନିଜ ଏଜେଣ୍ଟକୁ ବୁଥ ଭିତରକୁ ପୂରାଇ ନଦେବାରୁ ବିରୋଧ କରିଛନ୍ତି । ଉକ୍ତ ବୁଥ ଠାରୁ କିଛି ଦୂରରେ ବଦ୍ରି ପାତ୍ର ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିବା ସୂଚନା ମିଳିଛି ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ଜାତୀୟ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ସମ୍ମିଳନୀ 2025 ଉଦଯାପିତ

November 1, 2025

ଜେଦ୍ଦାରୁ ହାଇଦ୍ରାବାଦ ଯାଉଥିବା ବିମାନକୁ ‘ମାନବ ବୋମା’ ଧମକ!: ମୁମ୍ବାଇ ହେଲା ସ୍ଥାନାନ୍ତରିତ

November 1, 2025

ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ ହେବେ ଜାଭେଦ ଅଖତର

November 1, 2025

ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଆଚାର୍ଯ୍ୟ ପ୍ରମୋଦ: ରାହୁଲ ଗାନ୍ଧୀଙ୍କୁ କହିଲେ, “ଅସଭ୍ୟ ଲୋକଙ୍କ ରାଜା”

November 1, 2025
BJP Ads
Latest News

ଭୁବନେଶ୍ୱରରେ ଜାତୀୟ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ସମ୍ମିଳନୀ 2025 ଉଦଯାପିତ

November 1, 2025

ଜେଦ୍ଦାରୁ ହାଇଦ୍ରାବାଦ ଯାଉଥିବା ବିମାନକୁ ‘ମାନବ ବୋମା’ ଧମକ!: ମୁମ୍ବାଇ ହେଲା ସ୍ଥାନାନ୍ତରିତ

November 1, 2025

ଭୁବନେଶ୍ୱରରେ ସିକସେମ୍‌ କମ୍ପାଉଣ୍ଡ ସେମିକଣ୍ଡକ୍ଟର ଫ୍ୟାବ୍ ଏବଂ ଏଟିଏମପି ପ୍ରକଳ୍ପ ଲାଗି ଭୂମିପୂଜନ

November 1, 2025

ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ ହେବେ ଜାଭେଦ ଅଖତର

November 1, 2025

ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଆଚାର୍ଯ୍ୟ ପ୍ରମୋଦ: ରାହୁଲ ଗାନ୍ଧୀଙ୍କୁ କହିଲେ, “ଅସଭ୍ୟ ଲୋକଙ୍କ ରାଜା”

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.