Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ୨ ଲକ୍ଷ ୫୧ ହଜାର ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢାଉଛି କରୋନାଜନିତ ମୃତ୍ୟୁ
ଆଜିର ଖବର

ଆଜି ୨ ଲକ୍ଷ ୫୧ ହଜାର ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢାଉଛି କରୋନାଜନିତ ମୃତ୍ୟୁ

January 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୮୬ ହଜାର ୩୮୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୫୧ ହଜାର ୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୬୨୭ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୩ ଲକ୍ଷ ୬ ହଜାର ୩୫୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୬ ଲକ୍ଷ ୨୨ ହଜାର ୭୦୯ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୨ ହଜାର ୩୨୭ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୮୦ ଲକ୍ଷ ୨୪ ହଜାର ୭୭୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୧ ଲକ୍ଷ ୫ ହଜାରକୁ ୬୧୧ ବୃଦ୍ଧି ପାଇଛି।

ଆକ୍ରାନ୍ତ ଚିହ୍ନଟ କରୋନାଜନିତ ମୃତ୍ୟୁ କରୋନାରୁ ଆରୋଗ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଭୂକମ୍ପରେ ଥରିଲା ଇଣ୍ଡୋନେସିଆ: ୨୪ ଘଣ୍ଟାରେ ଦ୍ୱିତୀୟ ଭୂକମ୍ପ

September 12, 2026

କେନାଲରେ ବୁଡି ଭାଇ ଭଉଣୀ ମୃତ

September 12, 2026

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026
Latest News

ପୁଣି ଭୂକମ୍ପରେ ଥରିଲା ଇଣ୍ଡୋନେସିଆ: ୨୪ ଘଣ୍ଟାରେ ଦ୍ୱିତୀୟ ଭୂକମ୍ପ

September 12, 2026

କେନାଲରେ ବୁଡି ଭାଇ ଭଉଣୀ ମୃତ

September 12, 2026

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.