Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦ୍ମ ପୁରସ୍କାର ପାଇବା ଗୌରବର ବିଷୟ: ମାଇକ୍ରୋସଫ୍ଟର ସିଇଓ ସତ୍ୟ ନଡେଲା
ଆଜିର ଖବର

ପଦ୍ମ ପୁରସ୍କାର ପାଇବା ଗୌରବର ବିଷୟ: ମାଇକ୍ରୋସଫ୍ଟର ସିଇଓ ସତ୍ୟ ନଡେଲା

January 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମାଇକ୍ରୋସଫ୍ଟ ଚେୟାରମ୍ୟାନ୍ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସତ୍ୟ ନଡେଲା କହିଛନ୍ତି ଯେ, ଭାରତର ତୃତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପଦ୍ମ ଭୂଷଣ ପାଇବା ତାଙ୍କ ପାଇଁ ଗୌରବର ବିଷୟ। ସତ୍ୟ ନଡେଲା ଏହା ମଧ୍ୟ କହିଛନ୍ତି ଯେ, ସେ ଭାରତର ଲୋକଙ୍କ ସହ କାର୍ଯ୍ୟ ଜାରି ରଖିବାକୁ ଚାହୁଁଛନ୍ତି, ଯାହାଫଳରେ ପ୍ରଗତି କରିବା ପାଇଁ ଟେକ୍ନୋଲୋଜି ବ୍ୟବହାର କରିବାରେ ସହାୟକ ହେବ।

ନଡେଲା ଟ୍ୱିଟ୍ କରି କହିଛନ୍ତି, ‘ପଦ୍ମ ଭୂଷଣ ପୁରସ୍କାର ପାଇବା ଏବଂ ଅନେକ ଅସାଧାରଣ ବ୍ୟକ୍ତିଙ୍କ ସହ ସମ୍ମାନିତ ହେବା ଗୌରବର ବିଷୟ। ମୁଁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଭାରତବାସୀଙ୍କୁ ଧନ୍ୟବାଦ ଦେଉଛି। ମୁଁ ଭାରତର ଲୋକଙ୍କ ସହ ଅଧିକ ପ୍ରଗତି ପାଇଁ ଟେକ୍ନୋଲୋଜି ବ୍ୟବହାର କରିବାରେ ସାହାଯ୍ୟ କରିବାକୁ ଅପେକ୍ଷା କରିଛି। ‘

ଦେଶର ୭୩ ତମ ଗଣତନ୍ତ୍ର ଦିବସ ଅବସରରେ ନଡେଲା, ଗୁଗୁଲର ସିଇଓ ସୁନ୍ଦର ପିଚାଇ ଏବଂ ଟାଟା ଗ୍ରୁପ୍ ଚେୟାରମ୍ୟାନ୍ ନଟରାଜନ୍ ଚନ୍ଦ୍ରଶେଖରନଙ୍କୁ ଭାରତ ସରକାର ପଦ୍ମ ଭୂଷଣ ଘୋଷଣା କରିଛନ୍ତି।

ହାଇଦ୍ରାବାଦରେ ଜନ୍ମିତ ନଡେଲା (୫୪) ଫେବୃଆରୀ ୨୦୧୪ରେ ମାଇକ୍ରୋସଫ୍ଟର ସିଇଓ ହୋଇଥିଲେ। ଜୁନ୍ ୨୦୨୧ ରେ ତାଙ୍କୁ କମ୍ପାନୀର ଚେୟାରମ୍ୟାନ୍ ଭାବରେ ମଧ୍ୟ ନାମିତ କରାଯାଇଥିଲା। ଏହି ଅତିରିକ୍ତ ଭୂମିକାରେ ସେ ‘ବୋର୍ଡ ପାଇଁ ଏଜେଣ୍ଡା ନିର୍ଦ୍ଧାରିତ କାର୍ଯ୍ୟର ନେତୃତ୍ୱ ନେବେ’।

ପଦ୍ମ ପୁରସ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

୭୮ ଦିନ ପାଇଁ ଅପରିବର୍ତ୍ତିତ ରହିବ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଜାଣନ୍ତୁ ସରକାରଙ୍କ ଯୋଜନା

June 10, 2026

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026
Latest News

୭୮ ଦିନ ପାଇଁ ଅପରିବର୍ତ୍ତିତ ରହିବ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଜାଣନ୍ତୁ ସରକାରଙ୍କ ଯୋଜନା

June 10, 2026

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.