Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୫ ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ୫ ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

January 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୫ ହଜାର ୫୭ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪ ହଜାର ୮୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬୭୧ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨ ହଜାର ୮୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨ ହଜାର ୩୩  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୦୪

ବାଲେଶ୍ଵର ଜିଲ୍ଲାରୁ- ୧୬୯

ବରଗଡ ଜିଲ୍ଲାରୁ- ୭୨

ଭଦ୍ରକ ଜିଲ୍ଲାରୁ- ୧୦୬

ବଲାଙ୍ଗୀରି ଜିଲ୍ଲାରୁ- ୧୪୦

ବୌଦ୍ଧ ଜିଲ୍ଲାରୁ- ୨୮

କଟକ ଜିଲ୍ଲାରୁ – ୪୪୩

ଦେବଗଡ ଜିଲ୍ଲାରୁ- ୮୫

ଢେଙ୍କାନାଳ ଜିଲ୍ଲାରୁ- ୮୪

ଗଜପତି ଜିଲ୍ଲାରୁ- ୬୫

ଗଞ୍ଜାମ ଜିଲ୍ଲାରୁ- ୫୮

ଜଗତସିଂହପୁର ଜିଲ୍ଲାରୁ- ୯୬

ଯାଜପୁର ଜିଲ୍ଲାରୁ- ୧୩୪

ଝାରସୁଗୁଡା ଜିଲ୍ଲାରୁ- ୭୦

କଳାହାଣ୍ଡି ଜିଲ୍ଲାରୁ- ୧୫୫

କନ୍ଧମାଳ ଜିଲ୍ଲାରୁ- ୮୦

କେନ୍ଦ୍ରାପଡା ଜିଲ୍ଲାରୁ- ୬୦

କେନ୍ଦୁଝର ଜିଲ୍ଲାରୁ- ୬୯

ଖୋର୍ଦ୍ଧା ଜିଲ୍ଲାରୁ- ୧୨୫୩

କୋରାପୁଟ ଜିଲ୍ଲାରୁ- ୮୧

ମାଲକାନଗିରି ଜିଲ୍ଲାରୁ- ୪୩

ମୟୂରଭଞ୍ଜ ଜିଲ୍ଲାରୁ- ୧୭୯

ନବରଙ୍ଗପୁର ଜିଲ୍ଲାରୁ- ୧୨୪

ନୟାଗଡ ଜିଲ୍ଲାରୁ- ୨୧୦

ନୂଆପଡା ଜିଲ୍ଲାରୁ- ୧୪୨

ପୁରୀ ଜିଲ୍ଲାରୁ- ୭୬

ରାୟଗଡା ଜିଲ୍ଲାରୁ- ୧୦୧

ସମ୍ବଲପୁର ଜିଲ୍ଲାରୁ- ୧୪୯

ସୋନପୁର ଜିଲ୍ଲାରୁ- ୪୨

ସୁନ୍ଦରଗଡ ଜିଲ୍ଲାରୁ- ୧୫୯

ଷ୍ଟେଟ ପୁଲରୁ- ୨୬୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୧ ହଜାର ୬୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୭୩ ହଜାର ୯୦୭ ଏବଂ ବର୍ତ୍ତମାନ ୫୮ ହଜାର ୫୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.