Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାହୁଲଙ୍କୁ ସୁପ୍ରିମକୋର୍ଟଙ୍କ ଅବମାନନା ନୋଟିସ୍‌, 30ରେ ଆଗାମୀ ଶୁଣାଣି
ଆଜିର ଖବର

ରାହୁଲଙ୍କୁ ସୁପ୍ରିମକୋର୍ଟଙ୍କ ଅବମାନନା ନୋଟିସ୍‌, 30ରେ ଆଗାମୀ ଶୁଣାଣି

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଙ୍ଗଳବାର ସୁପ୍ରିମ୍‌କୋର୍ଟ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ଅବମାନନା ନୋଟିସ ଜାରି କରିଛନ୍ତି । ସୁପ୍ରିମକୋର୍ଟଙ୍କ ରାଫାଲେ ରାୟ ଉପରେ ରାହୁଲଙ୍କ ଚୌକିଦାର ଚୋର ହେ ମନ୍ତବ୍ୟ ଉପରେ ମଙ୍ଗଳବାର ଏହି ନୋଟିସ ଜାରି କରାଯାଇଛି । ଏପ୍ରିଲ୍‌ 30 ତାରିଖରେ ମାମଲାର ଆସନ୍ତା ଶୁଣାଣି କରିବା ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି ସର୍ବୋଚ୍ଚ କୋର୍ଟ । ରାହୁଲ ଗତକାଲି ନିଜ ମନ୍ତବ୍ୟକୁ ବିପକ୍ଷ ରାଜନୈତିକ ଦଳ ମାନେ କଦର୍ଥ କରି ପ୍ରକାଶ କରିଛନ୍ତି ବୋଲକି ଅଭିଯୋଗ କରିବା ସହ ସୁପ୍ରିମ୍‌କୋର୍ଟଙ୍କ ନିକଟରେ କ୍ଷମାପ୍ରାର୍ଥନା କରିଥିଲେ । ନିର୍ବାଚନୀ ପ୍ରଚାର ସମୟରେ ଏପରି ହୋଇଥିବା ମଧ୍ୟ ରାହୁଲ କହିଛନ୍ତି । ସୂଚନାଯୋଗ୍ୟ ଯେ, ଦିଲ୍ଲୀରୁ ବିଜେପିର ସାଂସଦ ପ୍ରାର୍ଥୀ ମୀନାକ୍ଷୀ ଲେଖି ରାହୁଲଙ୍କକ ବିପକ୍ଷରେ ମାମଲା ଦାଏର କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବୁସାନ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ୧୦ଟି ପ୍ରଭାବଶାଳୀ ଭାରତୀୟ ଚଳଚ୍ଚିତ୍ର

September 17, 2025

ପୁଣି ଦେଶବ୍ୟାପୀ ରିଲିଜ ହେବ ଜାତୀୟ ପୁରସ୍କାର ବିଜେତା ଚଳଚ୍ଚିତ୍ର ‘ଚଲୋ ଜିତେ ହେଁ’

September 17, 2025

ଭାରତର ପ୍ରଥମ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ହେଲେ ଆନନ୍ଦକୁମାର, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 17, 2025

ଦ୍ୱିତୀୟ ଜାତୀୟ ଏଏନଟିଏଫ୍ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 17, 2025
Latest News

ବୁସାନ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ୧୦ଟି ପ୍ରଭାବଶାଳୀ ଭାରତୀୟ ଚଳଚ୍ଚିତ୍ର

September 17, 2025

ପୁଣି ଦେଶବ୍ୟାପୀ ରିଲିଜ ହେବ ଜାତୀୟ ପୁରସ୍କାର ବିଜେତା ଚଳଚ୍ଚିତ୍ର ‘ଚଲୋ ଜିତେ ହେଁ’

September 17, 2025

ଭାରତର ପ୍ରଥମ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ହେଲେ ଆନନ୍ଦକୁମାର, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 17, 2025

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ ସମ୍ପର୍କ ଏବଂ ଜନ ସମ୍ବେଦନା

September 17, 2025

ଦ୍ୱିତୀୟ ଜାତୀୟ ଏଏନଟିଏଫ୍ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.