Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଆଜି କମିଛି ସଂକ୍ରମଣ, କିନ୍ତୁ କରୋନାଜନିତ ମୃତ୍ୟୁ ୮୭୧
ଆଜିର ଖବର

ଦେଶରେ ଆଜି କମିଛି ସଂକ୍ରମଣ, କିନ୍ତୁ କରୋନାଜନିତ ମୃତ୍ୟୁ ୮୭୧

January 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୫୧ ହଜାର ୨୦୯ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୩୫ ହଜାର ୫୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୮୭୧ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୩ ଲକ୍ଷ ୩୫ ହଜାର ୯୩୯ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୮ ଲକ୍ଷ ୫୮ ହଜାର ୨୪୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୩ ହଜାର ୧୯୮ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୮୩ ଲକ୍ଷ ୬୦ ହଜାର ୭୧୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨୦ ଲକ୍ଷ ୪ ହଜାରକୁ ୩୩୩ ବୃଦ୍ଧି ପାଇଛି।

କରୋନାଜନିତ ମୃତ୍ୟୁ ନୂଆ ମାମଲା ସକ୍ରିୟ ରୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

କାରାଗାର ଓ ଜାମିନ ପ୍ରକ୍ରିୟାରେ ସଂସ୍କାର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ସ୍ମାରକପତ୍ର ଦେଲେ ବ୍ରହ୍ମପୁର ସାଂସଦ

June 1, 2026

ଇସିଏଲଜିଏସ ୫.୦: ଅଧିକ ପ୍ରୋତ୍ସାହନ ସହ ଏମଏସଏମଇଗୁଡ଼ିକର ହେବ ସଶକ୍ତିକରଣ

June 1, 2026

ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

June 1, 2026

ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ: ଯୁବ ଖେଳାଳିମାନଙ୍କୁ ସଫଳତା ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

June 1, 2026
Latest News

କାରାଗାର ଓ ଜାମିନ ପ୍ରକ୍ରିୟାରେ ସଂସ୍କାର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ସ୍ମାରକପତ୍ର ଦେଲେ ବ୍ରହ୍ମପୁର ସାଂସଦ

June 1, 2026

ଇସିଏଲଜିଏସ ୫.୦: ଅଧିକ ପ୍ରୋତ୍ସାହନ ସହ ଏମଏସଏମଇଗୁଡ଼ିକର ହେବ ସଶକ୍ତିକରଣ

June 1, 2026

ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

June 1, 2026

ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ: ଯୁବ ଖେଳାଳିମାନଙ୍କୁ ସଫଳତା ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

June 1, 2026

ମମତା ବାନାର୍ଜୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଦୁଇ ଟିଏମସି ବିଧାୟକଙ୍କୁ କଲେ ନିଲମ୍ବିତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.