Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରର ଡବଲ ଇଂଜିନ ଫେଲ ମାରିବ, କେନ୍ଦ୍ରକୁ ତୀବ୍ର ସମାଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

କେନ୍ଦ୍ରର ଡବଲ ଇଂଜିନ ଫେଲ ମାରିବ, କେନ୍ଦ୍ରକୁ ତୀବ୍ର ସମାଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen pattanaik slams baijanta panda in kendrapada rally
naveen pattanaik slams baijanta panda in kendrapada rally

କେନ୍ଦ୍ରର ଡବଲ ଇଂଜିନ ଫେଲ ମାରିବ, ପୂର୍ବରୁ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡରେ ଡବଲ ଇଂଜିନ ଲାଇନଚ୍ୟୁତ ହୋଇଯାଇଛି। ସେହିପରି ବର୍ତ୍ତମାନ ସାଧାରଣ ନିର୍ବାଚନରେ ମଧ୍ୟ ଏହି ଡବଲ ଇଂଜିନ ଫେଲ ମାରିବ। ଆଜି ମାରଥନ ପ୍ରଚାରରେ ଏହି କଥା କହିଛନ୍ତି ବିଜେଡି ସୁପ୍ରମୋ ନବୀନ ପଟ୍ଟନାୟକ। ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାରରେ ଆଜି ନବୀନ ବାଲେଶ୍ବର, ଭଦ୍ରଖ, ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ମାରଥନ ପ୍ରଚାର କରି କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ନବୀନ କହିଛନ୍ତି ଯେ, ମୋଦି ଗତ 5 ବର୍ଷରେ ଲୋକଙ୍କ ଆସ୍ଥା ହରାଇଛନ୍ତି। ତାଙ୍କୁ ଲୋକମାନେ ଆଉ ଭୋଟ ଦେବେ ନାହିଁ ବୋଲି ନବୀନ କହିଛନ୍ତି। ଓଡିଶାର ବିଭିନ୍ନ ସମୟରେ ପ୍ରାକୃତିକ ଦୁର୍ବିପାକ ହେଲା, ସେତେବେଳେ କେନ୍ଦ୍ରର କାହାରି ଦେଖା ମିଲିଲା ନାହିଁ। ହେଲେ ଏବେ ଭୋଟ ମାଗିବାକୁ ସେମାନେ ବାରମ୍ବାର ଓଡିଶା ଗସ୍ତ କରିବାରେ ଲାଗିଛନ୍ତି। ଓଡିଶା ଲୋକେ ଜାଣିସାରିଲେଣି, ଆଉ ସେ ମୋଦୀଙ୍କୁ ଭୋଟ ଦେବେ ନାହିଁ ବୋଲି ନବୀନ ଜନସମାବେଶକୁ ଉଦବୋଧନ ଦେଇଛନ୍ତି।

ତୃତୀୟପର୍ଯ୍ୟାୟନିର୍ବାଚନ ନବୀନପଟ୍ଟନାୟକ ବିଜେଡି ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.