Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେବାଶିଷ ସାମନ୍ତରାୟଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ନୋଟିସ
ଆଜିର ଖବର

ଦେବାଶିଷ ସାମନ୍ତରାୟଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ନୋଟିସ

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ec notice to debasish
ec notice to debasish

ଭୋଟରଙ୍କୁ ପ୍ରଭାବିତ ଓ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ଆଜି  କଟକ ଜିଲ୍ଲା ନିର୍ବାଚନ ଅଧିକାରୀ କଟକ-ବାରବାଟୀର ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କୁ ନୋଟିସ ଜାରି କରିଛନ୍ତି ।  ନିର୍ବାଚନ ଅବଧି ସରିବା ପରେ ବି ସୋସିଆଲ୍‌ ମିଡ଼ିଆରେ ପ୍ରଚାର କରିଥିଲେ ଦେବାଶିଷ । ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଂଘନ କରି କୈଣସି ପ୍ରାର୍ଥୀ ଭୋଟରଙ୍କୁ ପ୍ରଭାବିତ କରିପାରିବେ ନାହିଁ ବୋଲି କଟକଣା ରହିଛି। ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଏପ୍ରିଲ ୨୨ରେ ଫେସବୁକରେ ମେସେଜ ଜରିଆରେ ଲୋକଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରିଥିଲେ । ଯାହା ଫଳରେ ନିର୍ବାଚନ ଆଚରଣ ବିଧିକୁ ଉଲଙ୍ଗନ ହୋଇଛି । ଭୋଟରଙ୍କୁ ପ୍ରଭାବିତ ଓ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ଆଜି  କଟକ ଜିଲ୍ଲା ନିର୍ବାଚନ ଅଧିକାରୀ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କୁ ନୋଟିସ ଜାରି କରିଛନ୍ତି । ଆସନ୍ତା ୪୮ଘଣ୍ଟା ମଧ୍ୟରେ ଜବାବ ଦେବାକୁ ଦେବାଶିଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.