Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

February 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭ ହଜାର ୭୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨ ହଜାର ୧୫୦, ସୁନ୍ଦରଗଡରୁ ୭୭୮, କଟକରୁ ୫୯୯, ନୂଆପଡ଼ାରୁ ୨୭୪, ଯାଜପୁର, କେନ୍ଦୁଝରରୁ ୨୫୨ ଲେଖାଏଁ, ବାଲେଶ୍ୱରରୁ ୨୩୩, ନୟାଗଡ଼ରୁ ୨୧୭, ବୌଦ୍ଧରୁ ୧୯୬, ବଲାଙ୍ଗୀରରୁ ୧୮୪, କଳାହାଣ୍ଡିରୁ ୧୭୨, ଜଗତସିଂହପୁରରୁ ୧୬୮, ମୟୂରଭଂଜରୁ ୧୬୬, ସମ୍ବଲପୁରରୁ ୧୬୦, କୋରାପୁଟରୁ ୧୫୫, କେନ୍ଦ୍ରାପଡ଼ାରୁ ୧୪୪, ବରଗଡ଼ରୁ ୧୪୧, କନ୍ଧମାଳରୁ ୧୨୯, ନବରଂଗପୁର, ପୁରୀରୁ ୧୧୫ ଲେଖାଏଁ, ଢେଙ୍କାନାଳରୁ ୧୧୪, ଭଦ୍ରକରୁ ୧୧୦, ଅନୁଗୁଳରୁ ୧୦୮, ରାୟଗଡ଼ାରୁ ୧୦୩, ଗଜପତିରୁ ୯୨, ଦେବଗଡ଼ ୬୦, ଝାରସୁଗୁଡ଼ାରୁ ୬୦, ମାଲକାନଗିରି ୫୫, ସୁବର୍ଣ୍ଣପୁରରୁ ୫୫, ଗଂଜାମରୁ ୪୫ ଏବଂ ଷ୍ଟେଟ ପୁଲରୁ ୩୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୯ ହଜାର ୩୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୨ ହଜାର ୩୨୬ ରେ ପହଞ୍ଚିଥିବା ବେଳେ ବର୍ତ୍ତମାନ ୩୪ ହଜାର ୩୩୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

corona recovered ଓଡିଶା ଖୋର୍ଦ୍ଧାରୁ ସର୍ବାଧିକ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

August 18, 2026

ଆଜି ମଙ୍ଗଳବାରରେ କଣ ରହିବ ଆପଣଙ୍କର ଭାଗ୍ୟଚକ୍ର ଜାଣନ୍ତୁ ଅଗଷ୍ଟ ୧୮ ତାରିଖର ରାଶିଫଳ

August 18, 2026

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026
Latest News

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

August 18, 2026

ଆଜି ମଙ୍ଗଳବାରରେ କଣ ରହିବ ଆପଣଙ୍କର ଭାଗ୍ୟଚକ୍ର ଜାଣନ୍ତୁ ଅଗଷ୍ଟ ୧୮ ତାରିଖର ରାଶିଫଳ

August 18, 2026

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.