Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

February 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୩ ହଜାର ୮୬ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩ ହଜାର ୪୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୩୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨ ହଜାର ୧୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧ ହଜାର ୪୩୮  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୫୨

ବାଲେଶ୍ଵର ଜିଲ୍ଲାରୁ- ୧୦୫

ବରଗଡ ଜିଲ୍ଲାରୁ- ୮୨

ଭଦ୍ରକ ଜିଲ୍ଲାରୁ- ୫୨

ବଲାଙ୍ଗୀରି ଜିଲ୍ଲାରୁ- ୧୦୩

ବୌଦ୍ଧ ଜିଲ୍ଲାରୁ- ୫୩

କଟକ ଜିଲ୍ଲାରୁ – ୨୦୨

ଦେବଗଡ ଜିଲ୍ଲାରୁ- ୭୧

ଢେଙ୍କାନାଳ ଜିଲ୍ଲାରୁ- ୩୫

ଗଜପତି ଜିଲ୍ଲାରୁ- ୭୩

ଗଞ୍ଜାମ ଜିଲ୍ଲାରୁ- ୬୪

ଜଗତସିଂହପୁର ଜିଲ୍ଲାରୁ- ୬୪

ଯାଜପୁର ଜିଲ୍ଲାରୁ- ୭୩

ଝାରସୁଗୁଡା ଜିଲ୍ଲାରୁ- ୫୫

କଳାହାଣ୍ଡି ଜିଲ୍ଲାରୁ- ୬୩

କନ୍ଧମାଳ ଜିଲ୍ଲାରୁ- ୪୪

କେନ୍ଦ୍ରାପଡା ଜିଲ୍ଲାରୁ- ୬୦

କେନ୍ଦୁଝର ଜିଲ୍ଲାରୁ- ୩୯

ଖୋର୍ଦ୍ଧା ଜିଲ୍ଲାରୁ- ୭୧୪

କୋରାପୁଟ ଜିଲ୍ଲାରୁ- ୫୩

ମାଲକାନଗିରି ଜିଲ୍ଲାରୁ- ୧୬

ମୟୂରଭଞ୍ଜ ଜିଲ୍ଲାରୁ- ୧୮୦

ନବରଙ୍ଗପୁର ଜିଲ୍ଲାରୁ- ୯୯

ନୟାଗଡ ଜିଲ୍ଲାରୁ- ୧୨୫

ନୂଆପଡା ଜିଲ୍ଲାରୁ- ୧୮୧

ପୁରୀ ଜିଲ୍ଲାରୁ- ୭୨

ରାୟଗଡା ଜିଲ୍ଲାରୁ- ୩୬

ସମ୍ବଲପୁର ଜିଲ୍ଲାରୁ- ୧୩୧

ସୋନପୁର ଜିଲ୍ଲାରୁ- ୨୧

ସୁନ୍ଦରଗଡ ଜିଲ୍ଲାରୁ- ୨୮୭

ଷ୍ଟେଟ ପୁଲରୁ- ୧୪୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୫ ହଜାର ୭୭୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯ ହଜାର ୩୧୬ ଏବଂ ବର୍ତ୍ତମାନ ୩୭ ହଜାର ୭୬୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Odisha କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.