Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସର ତାରକା ପ୍ରଚାରକମାନଙ୍କ ମଧ୍ୟରେ ବାଦ ପଡିଲେ ନବଜୋତ ସିଂ ସିଦ୍ଧୁ
ଆଜିର ଖବର

କଂଗ୍ରେସର ତାରକା ପ୍ରଚାରକମାନଙ୍କ ମଧ୍ୟରେ ବାଦ ପଡିଲେ ନବଜୋତ ସିଂ ସିଦ୍ଧୁ

February 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ​​ପ୍ରଚାର ପାଇଁ କଂଗ୍ରେସ ଦଳ ତାର ୩୦ ତାରକା ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନିଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି। ତେବେ ପଞ୍ଜାବ ପ୍ରଦେଶ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ନାମ ଏହି ତାଲିକାରେ ସ୍ଥାନ ପାଇନାହିଁ।

ଉତ୍ତରାଖଣ୍ଡରେ ହେବାକୁ ଥିବା ନିର୍ବାଚନ ପ୍ରଚାର ପାଇଁ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ, ପୂର୍ବତନ ଅଧ୍ୟକ୍ଷ ତଥା ସାଂସଦ ରାହୁଲ ଗାନ୍ଧୀ, କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନିଙ୍କ ନାମ ଦଳ ଘୋଷଣା କରିଛି। ଏମାନଙ୍କ ବ୍ୟତୀତ ରାଜସ୍ଥାନ ସିଏମ ଅଶୋକ ଗେହଲୋଟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ, ହରିଶ ରାୱତ ଏବଂ ଗୁଲାମ ନବୀ ଆଜାଦଙ୍କ ଭଳି ନେତାଙ୍କୁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ରଖାଯାଇଛି।

କଂଗ୍ରେସ ତାରକା ପ୍ରଚାରକ ନବଜୋତ ସିଂ ସିଦ୍ଧୁ ବିଧାନସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.