Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଭୟଙ୍କର ଅଗ୍ନିକାଣ୍ଡ
ଆଜିର ଖବର

ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଭୟଙ୍କର ଅଗ୍ନିକାଣ୍ଡ

February 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଆଜି ଅପରାହ୍ନରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ବର୍ତ୍ତମାନ କାର୍ଯ୍ୟାଳୟ ପରିସରରେ ନିଆଁ ଲାଗିଯାଇଥିବା ବେଳେ ଏହା ହୁତୁ ହୁତୁ ହୋଇ ଜାଳିବାରେ ଲାଗିଛି। ଅନ୍ୟପକ୍ଷରେ କାର୍ଯ୍ୟାଳୟ ଭିତରୁ କାଚ ଏବଂ ଅନ୍ୟାନ୍ୟ ଜିନିଷ ଫାଟୁଥୁବାର ଦେଖାଯାଇଛି।

ଆଖପାଖ ଅଞ୍ଚଳର ଜନସାଧାରଣ ଭୟଭୀତ ଅବସ୍ଥାରେ ଥିବାବେଳେ ଅଞ୍ଚଳବାସି ଅଗ୍ନିଶମ ବିଭାଗକୁ ଖବର ଦେଇବାପରେ ବର୍ତ୍ତମାନ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚିଥିବା ଜଣାପଡିଛି।

ତେବେ ପ୍ରାଥମିକ ତଦନ୍ତରୁ ସର୍ଟ ସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ସୌଭାଗ୍ୟବଶତଃ ଅଗ୍ନିକାଣ୍ଡ ସମୟରେ କୌଣସି କର୍ମଚାରୀ ଉପସ୍ଥିତ ନଥିବା କୁହାଯାଉଛି।

ପ୍ରାଣୀ ଚିକିତ୍ସାଳୟ ବାଲୁଗାଁ ଭୀଷଣ ଅଗ୍ନିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.