Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରାହ୍ମ ପାଞ୍ଚଟା ସୁଦ୍ଧା ରାଜ୍ୟରେ 61 ପ୍ରତିଶତ ମତଦାନ, ଭୁବନେଶ୍ବର ଉତ୍ତର ନିର୍ବାଚନ ମଣ୍ଡଳୀରେ କମ ମତଦାନ
ଆଜିର ଖବର

ଅପରାହ୍ମ ପାଞ୍ଚଟା ସୁଦ୍ଧା ରାଜ୍ୟରେ 61 ପ୍ରତିଶତ ମତଦାନ, ଭୁବନେଶ୍ବର ଉତ୍ତର ନିର୍ବାଚନ ମଣ୍ଡଳୀରେ କମ ମତଦାନ

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
3rd phase voting percentage of Odisha
3rd phase voting percentage of Odisha

ଆଜି ଅପରାହ୍ନ 5ଟା ସୁଦ୍ଧା ରାଜ୍ୟରେ ମୋଟ 61 ପ୍ରତିଶତ ଭୋଟ ଗ୍ରହଣ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ଭୁବନେଶ୍ବର ଉତ୍ତର ନିର୍ବାଚନ ମଣ୍ଡଳୀରେ ମତଦାନ ହାର କମ ରହିଛି। ଏହି ନିର୍ବାଚନ ମଣ୍ଡଳୀରେ ମୋଟ 38.29 ପ୍ରତିଶତ ଭୋଟଦାନ ହୋଇଛି। ସେହିପରି ଅନ୍ୟ ନିର୍ବାଚନ ମଣ୍ଡଳୀରେ ଭୋଟ ହାର ହେଲା..

ଜୟଦେବ-57.47 %

ଭୁବନେଶ୍ବର ମଧ୍ୟ-38.29 %

ଭୁବନେଶ୍ବର ଉତ୍ତର-37.36 %

ଏକ୍ରାମ ଭୁବନେଶ୍ବର-45.15 %

ଜଟଣୀ-59.01 %

ବେଗୁନିଆ-63.20 %

ଖୋର୍ଦ୍ଧା-59.70 %

assemblyelection ceoodisha odishavoting
Share. Facebook Twitter LinkedIn Email WhatsApp Copy Link

Related Posts

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026
Latest News

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.