Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ଚିହ୍ନଟ ହେଲେ ୨ ହଜାର ୧୦୬ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରେ ଚିହ୍ନଟ ହେଲେ ୨ ହଜାର ୧୦୬ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

February 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୨ ହଜାର ୬୦୩ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨ ହଜାର ୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ ହଜାର ୨୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୭୭  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୯୭

ବାଲେଶ୍ଵର ଜିଲ୍ଲାରୁ- ୪୦

ବରଗଡ ଜିଲ୍ଲାରୁ- ୧୭

ଭଦ୍ରକ ଜିଲ୍ଲାରୁ- ୪୦

ବଲାଙ୍ଗୀରି ଜିଲ୍ଲାରୁ- ୬୫

ବୌଦ୍ଧ ଜିଲ୍ଲାରୁ- ୫୫

କଟକ ଜିଲ୍ଲାରୁ – ୧୪୫

ଦେବଗଡ ଜିଲ୍ଲାରୁ- ୯

ଢେଙ୍କାନାଳ ଜିଲ୍ଲାରୁ- ୬୧

ଗଜପତି ଜିଲ୍ଲାରୁ- ୬୪

ଗଞ୍ଜାମ ଜିଲ୍ଲାରୁ- ୩୫

ଜଗତସିଂହପୁର ଜିଲ୍ଲାରୁ- ୩୨

ଯାଜପୁର ଜିଲ୍ଲାରୁ- ୫୩

ଝାରସୁଗୁଡା ଜିଲ୍ଲାରୁ- ୫୬

କଳାହାଣ୍ଡି ଜିଲ୍ଲାରୁ- ୩୬

କନ୍ଧମାଳ ଜିଲ୍ଲାରୁ- ୪୪

କେନ୍ଦ୍ରାପଡା ଜିଲ୍ଲାରୁ- ୭୬

କେନ୍ଦୁଝର ଜିଲ୍ଲାରୁ- ୪୦

ଖୋର୍ଦ୍ଧା ଜିଲ୍ଲାରୁ- ୪୨୯

କୋରାପୁଟ ଜିଲ୍ଲାରୁ- ୪୫

ମାଲକାନଗିରି ଜିଲ୍ଲାରୁ- ୭

ମୟୂରଭଞ୍ଜ ଜିଲ୍ଲାରୁ- ୪୨

ନବରଙ୍ଗପୁର ଜିଲ୍ଲାରୁ- ୪୩

ନୟାଗଡ ଜିଲ୍ଲାରୁ- ୭୦

ନୂଆପଡା ଜିଲ୍ଲାରୁ- ୩୮

ପୁରୀ ଜିଲ୍ଲାରୁ- ୩୪

ରାୟଗଡା ଜିଲ୍ଲାରୁ- ୪୩

ସମ୍ବଲପୁର ଜିଲ୍ଲାରୁ- ୫୬

ସୋନପୁର ଜିଲ୍ଲାରୁ- ୩୭

ସୁନ୍ଦରଗଡ ଜିଲ୍ଲାରୁ- ୨୧୯

ଷ୍ଟେଟ ପୁଲରୁ- ୭୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୬ ହଜାର ୮୧୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୪ ହଜାର ୩୫୨ ଏବଂ ବର୍ତ୍ତମାନ ୨୩ ହଜାର ୬୭୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ଆକ୍ରାନ୍ତ କେତେ ସଂକ୍ରମିତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025
Latest News

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.