Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ବିଟ୍ଟର ସିଇଓଙ୍କ ସହିତ ଟ୍ରମ୍ପଙ୍କ ଆଲୋଚନା
ଆଜିର ଖବର

ଟ୍ବିଟ୍ଟର ସିଇଓଙ୍କ ସହିତ ଟ୍ରମ୍ପଙ୍କ ଆଲୋଚନା

April 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
TRUMP MEETS DORSEY
TRUMP MEETS DORSEY

ଟ୍ବିଟ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟାକ୍‌ ଡର୍ସିଙ୍କ ସହିତ ଆଲୋଚନା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଟ୍ବିଟ୍ଟରରେ କିଛି ବ୍ୟବହାର କାରୀଙ୍କ ସାମ୍ପ୍ରଦାୟିକ ମନୋଭାବ ନେଇ ଡର୍ସିଙ୍କ ସହିତ ଆଲୋଚନା କରିଥିଲେ ଟ୍ରମ୍ପ। ମଙ୍ଗଳବାର ଡର୍ସିଙ୍କ ସହିତ ଆଲୋଚନା କରିଥିବା ନେଇ ଏକ ଫଟୋ ଟ୍ବିଟ୍ଟରରେ ସେୟାର କରିଥିଲେ ଟ୍ରମ୍ପ। ଟ୍ରମ୍ପ ଲେଖିଥିଲେ ଜ୍ୟାକ୍‌ଙ୍କ ସହିତ ବିଶ୍ବରେ ସୋସିଆଲ ମିଡିଆର ପ୍ରଭାବ ନେଇ ବିସ୍ତୃତ ଆଲୋଚନା। ଏହି ବୈଠକରେ ହ୍ବାଇଟ୍‌ ହାଉସ୍‌ର ସୋସିଆଲ ମିଡିଆ ନିର୍ଦ୍ଦେଶକ ଡାନ୍‌ ସ୍କେଭିନୋ ଉପସ୍ଥିତ ଥିଲେ। ଏମାନଙ୍କ ବ୍ୟତିତ ଟ୍ବିଟ୍ଟରର ଆଇନ ଏବଂ ସୁରକ୍ଷା ସେଲ୍‌ ମୁଖ୍ୟ ବିଜୟା ଗାଡ୍ଡେ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ଗତ ନଭେମ୍ବରରେ ଟ୍ବିଟ୍ଟର ତାଙ୍କର ଫଲୋଅରଙ୍କୁ ହଟାଉଛି ବୋଲି ଅଭିଯୋଗ ବାଢିଥିଲେ ଟ୍ରମ୍ପ।

ceo meets thesamikhsya trump tweeter
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.