Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତ୍ମନିଯୁକ୍ତି ଦାବି କରି ପ୍ରାଣୀ ସମ୍ପଦ ବିକାଶ କାର୍ଯ୍ୟାଳୟ ଆଗରେ ଧାରଣା
ଆଜିର ଖବର

ଆତ୍ମନିଯୁକ୍ତି ଦାବି କରି ପ୍ରାଣୀ ସମ୍ପଦ ବିକାଶ କାର୍ଯ୍ୟାଳୟ ଆଗରେ ଧାରଣା

February 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାର ସମସ୍ତ ଗୋ-ବିକାଶ କେନ୍ଦ୍ରର ଅଧିକାରୀମାନେ ଆତ୍ମନିଯୁକ୍ତି ପାଇବା ପାଇଁ ଓୟୁଏଟିସ୍ଥିତ ଓଡ଼ିଶା ପାଣି ସମ୍ପଦ ବିକାଶ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରି ଧାରଣା ଦେଇଥିଲେ। ଓଡ଼ିଶାରେ ଥିବା ୩୦୦ ଗୋ-ବିକାଶ କେନ୍ଦ୍ର ଅଧିକାରୀମାନେ ପୂର୍ବରୁ ଭାରତୀୟ ଆଗ୍ରୋ ଇଣ୍ଡଷ୍ଟ୍ରିଜ ଫାଉଣ୍ଡେସନ ଅଧୀନରେ କାର୍ଯ୍ୟ କରୁଥିଲେ।

ଏହି ଫାଉଣ୍ଡେସନର କର୍ମଚାରୀଙ୍କ ପ୍ରତି ମନୋମୁଖୀ ବ୍ୟବହାର ଏବଂ କମ୍ ଦରମା ଯୋଗୁଁ ଗୋ-ବିକାଶ କେନ୍ଦ୍ରର ଅଧିକାରୀମାନେ କମ୍ ଦରମାରେ ଆଉ ସେଠାରେ କାର୍ଯ୍ୟ କରିବେ ନାହିଁ ବୋଲି ସରକାରଙ୍କୁ ଜଣାଇଥିଲେ। ସେହି ସମୟରେ ମଧ୍ୟ ଓଡ଼ିଶା ସରକାରଙ୍କ ତରଫରୁ ବେସରକାରୀ ଭାବେ କୃତିମ ପ୍ରଜନନକାରୀ ଓ ଜାତୀୟ ପଶୁ ରୋଗ ପ୍ରତିଷେଧ ଟୀକା କାର୍ଯ୍ୟକ୍ରମରେ ଆତ୍ମ ନିଯୁକ୍ତି ପାଇଁ ଚିଠି ପ୍ରକାଶ କରିଥିଲେ। ଗୋବିକାଶ କେନ୍ଦ୍ରର ଅଧିକାରୀମାନେ ଓଡ଼ିଶା ପଶୁ ସମ୍ପଦ ବିକାଶ ସମିତିର ଅଧିକାରୀଙ୍କୁ ୨୨.୯.୨୦୨୧ରେ ପତ୍ର ସଂଖ୍ୟା ୧୭୪୫/୧୬ ଆଧାରରେ ଆତ୍ମ ନିଯୁକ୍ତି ପାଇଁ ଦରଖାସ୍ତ କରିଥିଲେ ଏବଂ କର୍ତ୍ତୃପକ୍ଷ ମଧ୍ୟ ଏମାନଙ୍କର ମତାମତ ନେଇ ଚୁପ୍ ବସି ଯାଇଥିଲେ। ପୁନର୍ବାର ଗୋବିକାଶ କେନ୍ଦ୍ର ଅଧିକାରୀମାନେ ଆତ୍ମନିଯୁକ୍ତି ପାଇଁ ୨୯.୧୧.୨୦୨୧ରେ ସରକାରଙ୍କୁ ଦ୍ୱିତୀୟଥର ପାଇଁ ଚିଠି ଦେଇଥିଲେ। ହେଲେ ସରକାର ଏଥିପ୍ରତି କର୍ଣ୍ଣପାତ କରିନଥିଲେ।

ଏପରିକି କୋଭିଡ଼ ସମୟରେ ଗୋବିକାଶ କେନ୍ଦ୍ର ଅଧିକାରୀମାନଙ୍କୁ ଗ୍ରାମାଞ୍ଚଳରେ ସରକାର ଗୋ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ କାର୍ଯ୍ୟକ୍ରମର ଦାୟିତ୍ୱ ଦେଇଥିଲେ ସେଥିଲାଗି କୌଣସି ପ୍ରାପ୍ୟ ପ୍ରଦାନ କରିନାହାଁନ୍ତି। ଏଣୁ ଦୀର୍ଘ ୪ ମାସ ଘରେ ବେକାର ବସିବା ପରେ ମଧ୍ୟ ଏବଂ ସରକାର ବାରମ୍ବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକି ଚାଲିଥିବାରୁ ବକେୟା ପାଉଣା ଦେଇନଥିବାରୁ ଗୋସମ୍ପଦ ବିକାଶ ସମିତି କାର୍ଯ୍ୟାଳୟରେ ସମ୍ମୁଖରେ ଧାରଣା ଦେବା ଦେଇଥିଲେ। ଯଦି ସରକାର ଆମର ଦାବି ପ୍ରତି ଦୃଷ୍ଟି ନଦିଅନ୍ତି, ତେବେ ବାଧ୍ୟ ହୋଇ ସବୁ ଅଧିକାରୀମାନେ ଆତ୍ମହୁତି ଦେବୁ ବୋଲି ସଂଘର ସଭାପତି ସୌମେନ୍ଦ୍ର ସାହୁ ପ୍ରକାଶ କରିଛନ୍ତି।

ଓଡିଶା ବିକ୍ଷୋଭ ପ୍ରଦର୍ଶନ
Share. Facebook Twitter LinkedIn Email WhatsApp Copy Link

Related Posts

ସୁବର୍ଣ୍ଣରେଖାରେ ବଡ଼ ବନ୍ୟା ଆଶଙ୍କା: ବିପଦ ସଙ୍କେତଠାରୁ ମାତ୍ର ୧୦ ସେମି ଦୂରରେ ଜଳସ୍ତର, ଉତ୍ତର ବାଲେଶ୍ୱରରେ ଛନକା

August 19, 2026

ଆଜମ ଖାନଙ୍କ ଜୌହର ବିଶ୍ୱବିଦ୍ୟାଳୟରେ ଇଡି ର କାର୍ଯ୍ୟାନୁଷ୍ଠାନ: ୧୦ଟି ସ୍ଥାନରେ ଚଢାଉ

August 19, 2026

୧୨ ସପ୍ତାହ ନୁହେଁ, ଏଣିକି ୩୬୫ ଦିନ ମାତୃତ୍ୱ ଛୁଟି! ମହିଳାଙ୍କ ପାଇଁ ବଡ଼ ଘୋଷଣା

August 19, 2026

ଦଶହରା ଛୁଟିରେ ଭ୍ରମଣ କରନ୍ତୁ କାଶୀ ଏବଂ ଅଯୋଧ୍ୟା: ସ୍ୱତନ୍ତ୍ର ଟୁର୍ ପ୍ୟାକେଜ୍ ଆଣିଲା IRCTC

August 19, 2026
Latest News

ସୁବର୍ଣ୍ଣରେଖାରେ ବଡ଼ ବନ୍ୟା ଆଶଙ୍କା: ବିପଦ ସଙ୍କେତଠାରୁ ମାତ୍ର ୧୦ ସେମି ଦୂରରେ ଜଳସ୍ତର, ଉତ୍ତର ବାଲେଶ୍ୱରରେ ଛନକା

August 19, 2026

ଆଜମ ଖାନଙ୍କ ଜୌହର ବିଶ୍ୱବିଦ୍ୟାଳୟରେ ଇଡି ର କାର୍ଯ୍ୟାନୁଷ୍ଠାନ: ୧୦ଟି ସ୍ଥାନରେ ଚଢାଉ

August 19, 2026

୧୨ ସପ୍ତାହ ନୁହେଁ, ଏଣିକି ୩୬୫ ଦିନ ମାତୃତ୍ୱ ଛୁଟି! ମହିଳାଙ୍କ ପାଇଁ ବଡ଼ ଘୋଷଣା

August 19, 2026

ଦଶହରା ଛୁଟିରେ ଭ୍ରମଣ କରନ୍ତୁ କାଶୀ ଏବଂ ଅଯୋଧ୍ୟା: ସ୍ୱତନ୍ତ୍ର ଟୁର୍ ପ୍ୟାକେଜ୍ ଆଣିଲା IRCTC

August 19, 2026

ହାଇକୋର୍ଟକୁ ମିଳିବେ ଆଉ ୪ ନୂଆ ବିଚାରପତି; କଲେଜିୟମର ସୁପାରିସ୍

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.