Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୌର ଭୋଟ ପାଇଁ ନିର୍ଦ୍ଦେଶନାମା ଜାରି: ଆଗାମୀ ନିର୍ବାଚନ ପାଇଁ ‘ନୋଟା’ ବ୍ୟବସ୍ଥା
ଆଜିର ଖବର

ପୌର ଭୋଟ ପାଇଁ ନିର୍ଦ୍ଦେଶନାମା ଜାରି: ଆଗାମୀ ନିର୍ବାଚନ ପାଇଁ ‘ନୋଟା’ ବ୍ୟବସ୍ଥା

February 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ପୌର ଭୋଟ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଆଗାମୀ ପୌର ନିର୍ବାଚନରେ ଇଭିଏମ ବ୍ୟବହାର ହେବାକୁ ଥିବା ବେଳେ ଏଥିରେ ‘ନୋଟା’ ବ୍ୟବସ୍ଥା ମଧ୍ୟ ରହିବ। କୌଣସି ଭୋଟର ‘ନୋଟା’ରେ ମଧ୍ୟ ଭୋଟ ଦେଇପାରିବ। ପ୍ରତିଦ୍ବନ୍ତିତା କରୁଥିବା କୌଣସି ପ୍ରାର୍ଥୀଙ୍କୁ ପସନ୍ଦ ନହଲେ ଭୋଟର ‘ନୋଟା’ରେ ଭୋଟ ଦେଇପାରିବେ।

ଉଲ୍ଲେଖ ଯୋଗ୍ୟ ଯେ, ପୌର ନିର୍ବାଚନ ଲାଗି ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ରାଜ୍ୟ ନିର୍ବାଚନ କମିଶନର ଅଧ୍ୟକ୍ଷତା କରିଥଲେ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଥିଲା। ଏଥର ପ୍ରାର୍ଥୀମାନଙ୍କୁ ସତ୍ୟ ପାଠ ଦାଖଲ କରିବା ପାଇଁ ବାଧ୍ୟତାମୂଳକ କରାଯାଇଛି। କାଉନସିଲର, କର୍ପୋରେଟର ପ୍ରାର୍ଥୀମାନେ ସତ୍ୟ ପାଠ ଦାଖଲ କରିବା ପାଇଁ ବାଧ୍ୟତାମୂଳକ କରାଯାଇଛି। ସତ୍ୟ ପାଠ ଦାଖଲ ନକଲେ ପ୍ରାର୍ଥୀପତ୍ର ନାକଚ ହେବ।

nota ନିର୍ଦ୍ଦେଶନାମା ଜାରି ନୋଟା ପୌର ଭୋଟ ରାଜ୍ୟ ନିର୍ବାଚନ କମିଶନର ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026

‘ଆର୍ଥ ଆୱାର’ ର ୨୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ବାଲୁକା କଳା ନିର୍ମାଣ କଲେ ସୁଦର୍ଶନ ପଟ୍ଟନାୟକ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.