Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନ ପରିଷଦ ଗଠନକୁ ବିରୋଧ କରି ଇଣ୍ଡିଆନ୍ ସିଟିଜେନ୍‌ସ୍ ପାର୍ଟିର ପଦଯାତ୍ରା
ଆଜିର ଖବର

ବିଧାନ ପରିଷଦ ଗଠନକୁ ବିରୋଧ କରି ଇଣ୍ଡିଆନ୍ ସିଟିଜେନ୍‌ସ୍ ପାର୍ଟିର ପଦଯାତ୍ରା

February 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: ଇଣ୍ଡିଆନ୍ ସିଟିଜେନ୍‌ସ ପାର୍ଟି, ଓଡ଼ିଶା ରାଜ୍ୟ କମିଟିର ଜରୁରୀ ବୈଠକ ସଭାପତି ରମେଶ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ବିଧାନ ପରିଷଦ ଗଠନକୁ ବିରୋଧ କରି ସର୍ବସମ୍ମିତ ନିଷ୍ପତ୍ତି ନିଆଯାଇଛି। ସଭାପତି ରମେଶ ରାଉତଙ୍କ ନେତୃତ୍ୱରେ ରାଜ୍ୟବ୍ୟାପୀ ପଦଯାତ୍ରା ଅନୁଷ୍ଠିତ ହେବ ଏବଂ ବିଧାନ ପରିଷଦ ଗଠନକୁ ତୀବ୍ର ବିରୋଧ କରାଯିବ। ବିଧାନ ପରିଷଦ ଗଠନ ହେଲେ ବିଜୁ ଜନତା ଦଳ ସରକାର ଏବଂ ବିଜୁ ଜନତା ଦଳ ଓଡ଼ିଶାରୁ ନିଶ୍ଚିହ୍ନ ହୋଇଯିବ ବୋଲି ସଭାପତି ରମେଶ ରାଉତ କହିଛନ୍ତି। ଏହି ଆଲୋଚନରେ ସାଧାରଣ ସମ୍ପାଦକ ନରେନ୍ଦ୍ର କୁମାର ମଲ୍ଲିକ, କୋଷାଧ୍ୟକ୍ଷ ସନାତନ ଗ୍ରହାଚାର୍ଯ୍ୟ ଏବଂ ଅନ୍ୟମାନେ ଉପସ୍ଥିତ।

ପଦଯାତ୍ରା ବିଧାନ ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026

ପ୍ରିୟଙ୍କା ଗାନ୍ଧୀଙ୍କୁ ଖୋଲା ଚିଠି ଲେଖିଲେ ୨୧୫ ଭାଇସ-ଚାନ୍ସେଲର: ଜାଣନ୍ତୁ କାରଣ

July 30, 2026
Latest News

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଶେଷାଧିକାର ଭଙ୍ଗ ନୋଟିସ୍

July 30, 2026

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026

ବାଙ୍କିପୁର ଉପନିର୍ବାଚନ: ବିଜେପି ନା ପ୍ରଶାନ୍ତ କିଶୋର?, ଆଶ୍ଚର୍ଯ୍ୟ କଲା ସର୍ଭେ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.