Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ନିର୍ବାଚନ କମିଶନରଙ୍କ ବିୟୋଗରେ ରାଜ୍ୟ ନିର୍ବାଚନ କମିଶନର କାର୍ଯ୍ୟାଳୟରେ ଶୋକସଭା
ଆଜିର ଖବର

ପ୍ରଥମ ନିର୍ବାଚନ କମିଶନରଙ୍କ ବିୟୋଗରେ ରାଜ୍ୟ ନିର୍ବାଚନ କମିଶନର କାର୍ଯ୍ୟାଳୟରେ ଶୋକସଭା

February 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଥମ ନିର୍ବାଚନ କମିଶନରଙ୍କ ବିୟୋଗରେ ରାଜ୍ୟ ନିର୍ବାଚନ କମିଶନର କାର୍ଯ୍ୟାଳୟରେ ଶୋକସଭା

ଭୁବନେଶ୍ୱର: ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଶ୍ରୀ ଦେବେନ୍ଦ୍ର କୁମାର ମିଶ୍ରଙ୍କ ବିୟୋଗରେ ଆଜି ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କ ଦ୍ୱାରା ୧୯୯୪ ମସିହାରେ ରାଜ୍ୟ ନିର୍ବାଚନ ଆୟୋଗ ଗଠନ କରାଯାଇଥିଲା ଓ ଶ୍ରୀ ଦେବେନ୍ଦ୍ର କୁମାର ମିଶ୍ରଙ୍କୁ ପ୍ରଥମ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଥିଲା ।

ସାମ୍ବିଧାନିକ ବିଧିବ୍ୟବସ୍ଥା ସହ ନିର୍ବାଚନ ଆୟୋଗ ପାଇଁ ସ୍ୱର୍ଗତ ମିଶ୍ର ନିର୍ବାଚନ ପରିଚାଳନା ନିମନ୍ତେ ଅନେକ ନିୟମ କାନୁନ୍‌ ତିଆରି କରିବା ସହ ନିର୍ବାଚନ ଆୟୋଗର ଭିତ୍ତିଭୂମି ସୁଦୃଢ଼ କରିବା ଦିଗରେ ବ୍ୟାପକ କାର୍ଯ୍ୟ କରିଥିଲେ । ଏହି ଅବସରରେ ନିର୍ବାଚନ ଆୟୋଗ ତରଫରୁ ଏକ ଶୋକସଭା ଆୟୋଜନ କରାଯାଇ ସ୍ୱର୍ଗତ ମିଶ୍ରଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ୍‌ ନିରବ ପ୍ରାର୍ଥନା କରାଯାଇଥିଲା ।

ନିର୍ବାଚନ ଆୟୋଗର ସଚିବ ରବିନ୍ଦ୍ରନାଥ ସାହୁ, ସ୍ୱତନ୍ତ୍ର ସଚିବ ରଘୁରାମ ଆର୍‌. ଆୟାର, ଉପସଚିବ ଆଜାଦ୍‌ହିନ୍ଦ୍‌ ପାଣିଗ୍ରାହୀ, ଆଇନ୍‌ ଅଧିକାରୀ ମାଧୁରୀ ମିଶ୍ରଙ୍କ ସମେତ ଆୟୋଗର ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଦେବେନ୍ଦ୍ର କୁମାର ମିଶ୍ର ରାଜ୍ୟ ନିର୍ବାଚନ ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.