Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ଆଉ ୧୯ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୯୪୫ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ଆଉ ୧୯ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୯୪୫ କୁ ବୃଦ୍ଧି

February 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରେ ୧୯ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୯୪୫ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ଵର ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା  ଜିଲ୍ଲାରୁ ୫ ଜଣ ଓ ନୂଆପଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ଗଞ୍ଜାମ, କେନ୍ଦୁଝର, ନୟାଗଡ, ସୋନପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୮୯୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୧ ହଜାର ୪୬୭ ଏବଂ ବର୍ତ୍ତମାନ ୯ ହଜାର ୪୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଆକ୍ରାନ୍ତଙ୍କ ପ୍ରାଣହାନୀ ଓଡିଶା କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ବଡ଼ ଘୋଷଣା: ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟ, ପଶ୍ଚିମବଙ୍ଗରୁ କୋୟଲ ମଲ୍ଲିକଙ୍କୁ ଟିକେଟ୍

October 4, 2026

ବ୍ରହ୍ମଗିରିରେ ଗୁଳିକାଣ୍ଡ: ପାରିବାରିକ ବିବାଦରୁ ସମ୍ପର୍କୀୟ ଭାଇଙ୍କୁ ଗୁଳିମାଡ଼, ଗୁରୁତର ଯୁବକ ଭୁବନେଶ୍ୱର ସ୍ଥାନାନ୍ତର

October 4, 2026

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେପିର ତତ୍ପରତା: ଜନସମ୍ପର୍କ ଓ ସାଂଗଠନିକ ସମନ୍ୱୟ ଉପରେ ଡି. ପୁରନ୍ଦେଶ୍ୱରୀଙ୍କ ଗୁରୁତ୍ୱ

October 4, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ବଡ଼ ଘୋଷଣା: ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟ, ପଶ୍ଚିମବଙ୍ଗରୁ କୋୟଲ ମଲ୍ଲିକଙ୍କୁ ଟିକେଟ୍

October 4, 2026

ବ୍ରହ୍ମଗିରିରେ ଗୁଳିକାଣ୍ଡ: ପାରିବାରିକ ବିବାଦରୁ ସମ୍ପର୍କୀୟ ଭାଇଙ୍କୁ ଗୁଳିମାଡ଼, ଗୁରୁତର ଯୁବକ ଭୁବନେଶ୍ୱର ସ୍ଥାନାନ୍ତର

October 4, 2026

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେପିର ତତ୍ପରତା: ଜନସମ୍ପର୍କ ଓ ସାଂଗଠନିକ ସମନ୍ୱୟ ଉପରେ ଡି. ପୁରନ୍ଦେଶ୍ୱରୀଙ୍କ ଗୁରୁତ୍ୱ

October 4, 2026

ବିମାନ ଆକ୍ରମଣ ଏଡ଼ାଇଥିବା ଭାରତୀୟ ପାଇଲଟଙ୍କ ସହ କଥା ହେଲେ ନେତନ୍ୟାହୁ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.