Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ୩୦ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୫୧୪
ଆଜିର ଖବର

ଦେଶରେ ୩୦ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୫୧୪

February 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତକାଲି ଦେଶରେ ୨୭ ହଜାର ୪୦୯ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩୦ ହଜାର ୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୩୪୭ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୫୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୬ ଲକ୍ଷ ୯୨ ହଜାର ୯୪୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୯ ହଜାର ୮୭୨ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୫୨ ହଜାର ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୧୮ ଲକ୍ଷ ୪୩ ହଜାର ୪୪୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୩ ଲକ୍ଷ ୭୦ ହଜାରକୁ ୨୪୦ ବୃଦ୍ଧି ପାଇଛି।

କରୋନା ସଂକ୍ରମିତ କୋରୋନଜନିତ ମୃତ୍ୟୁ ନୂଆ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନାର ଶକ୍ତି ପ୍ରଦର୍ଶନ: ସୁରକ୍ଷିତ ଭାରତ ଆସିଲେ ୧୮ ଜାହାଜ

July 11, 2026

ନ୍ୟୁଜିଲ୍ୟାଣ୍ଡରେ ବ୍ୟବସାୟିକ ନେତୃବୃନ୍ଦଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ

July 11, 2026

ବାଙ୍କିପୁର ଉପ-ନିର୍ବାଚନ: ନୂଆ ପ୍ରାର୍ଥୀଙ୍କୁ ନେଇ ପୁଣି ଏକ ବଡ ଭୁଲ କଲା କି ବିଜେପି?

July 11, 2026

ନାବାଳିକାଙ୍କୁ ଅସଦାଚରଣ ମାମଲା: ଅଭିନେତା ରୋହିତ ଚାନ୍ଦେଲ ଗିରଫ

July 11, 2026
Latest News

ରାଜ୍ୟ ସରକାର ୬୭ଟି ପ୍ରାଥମିକ ବିଦ୍ୟାଳୟକୁ କଲେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଦେଖନ୍ତୁ ପୁରା ତାଲିକା

July 11, 2026

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନାର ଶକ୍ତି ପ୍ରଦର୍ଶନ: ସୁରକ୍ଷିତ ଭାରତ ଆସିଲେ ୧୮ ଜାହାଜ

July 11, 2026

ନ୍ୟୁଜିଲ୍ୟାଣ୍ଡରେ ବ୍ୟବସାୟିକ ନେତୃବୃନ୍ଦଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ

July 11, 2026

ପାଠ୍ୟ ପୁସ୍ତକରେ ତ୍ରୁଟି: ସମଗ୍ର ପ୍ରକ୍ରିୟାର ହେବ ଅପରାଧିକ ତଦନ୍ତ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

July 11, 2026

ବାଙ୍କିପୁର ଉପ-ନିର୍ବାଚନ: ନୂଆ ପ୍ରାର୍ଥୀଙ୍କୁ ନେଇ ପୁଣି ଏକ ବଡ ଭୁଲ କଲା କି ବିଜେପି?

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.